Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଷ୍କର୍ମ କରି ଫେରାର ଥିଲେ ଓଡ଼ଗାଁ ଅଞ୍ଚଳର ଭାସ୍କର, ଧରିଲା ସ୍କ୍ୱାଡ୍

by ସଞ୍ଜୟ ସ୍ୱାଇଁ
June 5, 2021
in Crime, Nayagarh, State
ଦୁଷ୍କର୍ମ କରି ଫେରାର ଥିଲେ ଓଡ଼ଗାଁ ଅଞ୍ଚଳର ଭାସ୍କର, ଧରିଲା ସ୍କ୍ୱାଡ୍
654
VIEWS
Share on FacebookShare on Twitter

ଓଡଗାଁ (ବାଘୁଆବାର୍ତ୍ତା) ୨୦୧୪ ମସିହାରେ ଏକ ଦୁଷ୍କର୍ମ ମାମଲାରେ ଫେରାର ହୋଇଯାଇଥିବା ଓଡଗାଁ ଅଞ୍ଚଳର ଭାସ୍କର ସାହୁକୁ ପୁଲିସର ସ୍ୱତନ୍ତ୍ର ଟିମ ଗିରଫ କରିଛି । ଉକ୍ତ ଯୁବକ ୭ ବର୍ଷ ତଳେ ଭୁବନେଶ୍ୱର କୋର୍ଟରୁ ଫେରାର ହୋଇଯାଇଥିଲେ । ଭୁବନେଶ୍ୱର ମହିଳା ଥାନାରେ ତାଙ୍କ ନାମରେ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଗତ କାଲି ରାତିରେ ପୁଲିସର ସ୍ୱତନ୍ତ୍ର ଦଳ ତାଙ୍କୁ ଗିରଫ କରିଛି । ଏଥି ସହିତ ଅନେକ ପୁରୁଣା ମାମଲାରେ ଫେରାର ଥିବା ଆସାମୀ ମାନଙ୍କୁ ପୁଲିସର ସ୍ୱତନ୍ତ୍ର ଟିମ ଧରିବା ସହ ନଜର ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!