Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇୱା ମାଡରେ ୩ ମୃତ

by ସଞ୍ଜୟ ସ୍ୱାଇଁ
June 5, 2021
in Accident, State
ହାଇୱା ମାଡରେ ୩ ମୃତ
390
VIEWS
Share on FacebookShare on Twitter

ବିନିକା (ବାଘୁଆବାର୍ତ୍ତା) ହାଇୱା ଗାଡି ଧକ୍କାରେ ୩ ମୃତ । ଏମିତି ଏକ ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅରିଗାଁରେ । ଆଜି ଅପରାହ୍ନ ୫ଟାରେ ଗୋଡ଼ଭଗା ପଟରୁ ଦ୍ରୁତ ଗତିରେ ଆସୁଥିବା ହାଇୱା ଗାଡି (OD15-D-0822) ଅରିଗାଁର ମୁଖ୍ୟରାସ୍ତା କଡରେ ଛିଡା ହୋଇଥିବା ଦୁଇଟି ବାଇକରେ ଚାରିଜଣଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ହୋଇଥିଲେ । ତେବେ ମେଡିକାଲରେ ଆଉ ଜଣକର ମୃତ୍ୟୁ ଘଟିଛି। ହାଇୱା ଗାଡିର ଡ୍ରାଇଭର ଖସି ଯାଉଥିବା ବେଳେ ଗ୍ରାମବାସୀ ତାଙ୍କୁ କାବୁ କରିଥିଲେ । ମୃତ ଓ ଗୁରୁତର ବ୍ୟକ୍ତିଙ୍କ ବର୍ତ୍ତମାନ ପର୍ୟ୍ୟନ୍ତ ପରିଚୟ ମିଳିପାରିନାହିଁ ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!