Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଟିତୁଣ୍ଡରୁ ହତ୍ୟାକାଣ୍ଡ, ପଥରରେ ଛେଚି ମାରିଲେ

by ସଞ୍ଜୟ ସ୍ୱାଇଁ
June 6, 2021
in Crime, State
ପାଟିତୁଣ୍ଡରୁ ହତ୍ୟାକାଣ୍ଡ, ପଥରରେ ଛେଚି ମାରିଲେ
169
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ସାମାନ୍ୟ ପାଟିତୁଣ୍ଡରୁ ହତ୍ୟାକାଣ୍ଡ। ଘଟଣାଟି ଘଟିଛି ରାଜଧାନୀ ଭୁବନେଶ୍ୱରରେ। ମୃତ ବ୍ୟକ୍ତିଙ୍କ ନାଁ ଶେଖ ଅବଦୁଲ। ସେ ଜଣେ ଶ୍ରମିକ ଥିଲେ। ତାଙ୍କୁ ମାରିଥିବା ଅଭିଯୁକ୍ତ ମଧ୍ୟ ଜଣେ ଶ୍ରମିକ। ତାଙ୍କ ନାଁ ସୁମୁ ସିଂ। ରାଜଧାନୀର ଖାରବେଳ ନଗର ଥାନା ଅଞ୍ଚଳରେ ଏକ ହୋଟେଲ୍ ପଛପଟେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, କୌଣସି କଥାକୁ ନେଇ ଅବଦୁଲ ଓ ସୁମୁଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ସୁମୁ ଉତ୍ତ୍ୟକ୍ତ ହୋଇ ପଥରରେ ଅବଦୁଲଙ୍କୁ ଆକ୍ରମଣ କରିଥିଲେ। ଫଳରେ ତାଙ୍କର ପେଟ ଓ ଛାତିରେ ଗୁରୁତର ଆଘାତ ଲାଗିଥିଲା। ଅବଦୁଲଙ୍କ ଗୁରୁତର ଅବସ୍ଥାରେ କ୍ୟାପିଟାଲ୍‌ ହସ୍‌ପିଟାଲ୍‌କୁ ନିଆଯାଇଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅଭିଯୁକ୍ତ ସୁମୁ ସିଂଙ୍କୁ ପୁଲିସ୍ ଗିରଫ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!