Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବାଦରେ ବିଜେପି ବିଧାୟକ, ରଥ ନିର୍ମାଣ ଅଯଥା ଖର୍ଚ୍ଚ

by ସଞ୍ଜୟ ସ୍ୱାଇଁ
June 6, 2021
in State
ବିବାଦରେ ବିଜେପି ବିଧାୟକ, ରଥ ନିର୍ମାଣ ଅଯଥା ଖର୍ଚ୍ଚ
290
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ନୀଳଗିରି ଜଗନ୍ନାଥଙ୍କ ରଥ ନିର୍ମାଣକୁ ନେଇ ବିବାଦରେ ବିଜେପି ବିଧାୟକ ସୁକାନ୍ତ ନାୟକ । ରଥ ନିର୍ମାଣରେ ଖର୍ଚ୍ଚ ହେଉଥିବା ଟଙ୍କା ଅଯଥା ଖର୍ଚ୍ଚ ବୋଲି ଦର୍ଶାଇ ଜିଲ୍ଲାପାଳଙ୍କୁ ଲେଖିଲେ ଚିଠି । ତୁରନ୍ତ ରଥ ନିର୍ମାଣ ବନ୍ଦ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିଧାୟକ ସୁକାନ୍ତ ନାୟକ । ଗତବର୍ଷ ମଧ୍ୟ ରଥ ନିର୍ମାଣ ପାଇଁ ୭ଲକ୍ଷ ଟଙ୍କା ଅଯଥାରେ ଖର୍ଚ୍ଚ କରାଯାଇଥିବା ଚିଠିରେ ଉଲ୍ଲେଖ କରିଛନ୍ତି ବିଧାୟକ । ଚିଠିକୁ ନେଇ ପଣ୍ଡା, ମହାରଣାଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଧର୍ମର ଦ୍ୱାହି ଦେଇ ରାଜନୀତି କରୁଥିବା ଦଳର ବିଧାୟକଙ୍କ ଏଭଳି ଚିନ୍ତାଧାରା ସାଧାରଣରେ ସମସ୍ତଙ୍କୁ ବ୍ୟାଥିତ କରିଛି । କରୋନାର ଭୟାବହତା ମଧ୍ୟରେ ମହାରଣା ସେବାୟତ ରଥ ନିର୍ମାଣ କାର୍ୟ୍ୟ କରୁଥିବା ସେମାନଙ୍କୁ ଉତ୍ସାହିତ କରିବା ପରିବର୍ତ୍ତେ ଚିଠି ମାଧ୍ୟମରେ ଏଭଳି ମନ୍ତବ୍ୟ ରଖିବା ସେମାନଙ୍କୁ ବ୍ୟଥିତ କରିଛି । ମହାମାରୀ ସମୟରେ ରଥ ନିର୍ମାଣ ବାବଦର ଖର୍ଚ୍ଚକୁ ଅଯଥା ବୋଲି କହିଛନ୍ତି ବିଜେପି ବିଧାୟକ । ଏହାକୁ ନେଇ ପଣ୍ଡା, ମହାରଣା ମାନେ ଦାବି ରଖିଛନ୍ତି ଯେ ବିଧାୟକ ତୁରନ୍ତ ଚିଠି ଫେରେଇ ନିଅନ୍ତୁ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!