Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ଦୋକାନ ଉପରକୁ ମାଡିଗଲା ଟ୍ରକ

by ସଞ୍ଜୟ ସ୍ୱାଇଁ
June 6, 2021
in Accident, State
ଭାରସାମ୍ୟ ହରାଇ ଦୋକାନ ଉପରକୁ ମାଡିଗଲା ଟ୍ରକ
165
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା) ସ୍ଥାନୀୟ ପାଟଣା ଛକ ଠାରେ ଥିବା ଦୋକାନଗୁଡିକ ଉପରେ ଏକ ମାଲବାହୀ ଟ୍ରକ ଚଢିଯିବାରୁ ଦୁର୍ଘଟଣା ଘଟିଛି । ଟ୍ରକଟି ଆଜି ମଧ୍ୟାହ୍ନ ସାଢ଼େ ୧୨ଟା ବେଳେ ଟ୍ରକଟି ପାଟଣାଛକ ଟ୍ରାଫିକ ବୁଲାଣି ନିକଟରେ ଭାରସାମ୍ୟ ହରାଇଥିଲା । ଫଳରେ ଟ୍ରକଟି ରାସ୍ତାକଡ଼ରେ ଥିବା ପ୍ରାୟ ୩ଟି କପଡା ଦୋକାନର ଚାଉଣୀକୁ ବାଡେଇ ଭାଙ୍ଗିଦେଇଥିଲା । ସ୍ଥାନୀୟ ଲୋକେ ଟ୍ରକଟି କୁ ଅଟକ କରି ପୁଲିସକୁ ଖବର ଦେବାରୁ ସେମାନେ ଆସି ଡ୍ରାଇଭର ଏବଂ ଟ୍ରକକୁ ଥାନାକୁ ନେଇ ଅଟକ ରଖିଛନ୍ତି । ଟ୍ରକଟି କୋଇଲା ନେଇ ବିଶାଖାପାଟଣାରୁ ରାୟଗଡ ଯାଉଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!