Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତହସିଲଦାରଙ୍କୁ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
June 7, 2021
in State
ତହସିଲଦାରଙ୍କୁ ଆକ୍ରମଣ
185
VIEWS
Share on FacebookShare on Twitter

ବଲାଙ୍ଗୀର (ବାଘୁଆବାର୍ତ୍ତା) ବଲାଙ୍ଗୀର-ଟିଟିଲାଗଡ଼ ୨୬ନମ୍ବର ଜାତୀୟ ରାଜପଥ ଉପରେ ଧାନ ଗାଡ଼ି ରଖି ଆନ୍ଦୋଳନରେ ଥିବା ଚାଷୀଙ୍କୁ ବୁଝାସୁଝା କରୁଥିବା ବେଳେ ତହସିଲଦାର ଚନ୍ଦ୍ରମଣି ନାଗଙ୍କୁ ଆକ୍ରମଣ ହୋଇଛି । ରାସ୍ତାରୋକ ସମ୍ପର୍କରେ ତହସିଲଦାର ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଥିଲେ । ଚାଷୀଙ୍କ ସହ ଆଲୋଚନା କରିବା ସମୟରେ ସେଠାରେ ଉପସ୍ଥିତ ଥିବା ଜଣେ ଚାଷୀ ତଥା ପୂର୍ବତନ ପେକ୍ସ ସଭାପତି ଶୈଳେଶ ସାହୁ ତହସିଲଦାରଙ୍କୁ ଆକ୍ରମଣ କରିଥିଲେ। ଏନେଇ ତହସିଲଦାର ଦେଓଗାଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଆନ୍ଦୋଳନସ୍ଥଳକୁ ଯିବା ଆଗରୁ ଦେଓଗାଁ ଆଇଆଇସିଙ୍କୁ ତହସିଲଦାର ଫୋନ ମାଧ୍ୟମରେ ଜଣାଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!