Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭେଲ୍‌ଟା ଭାଇରସ୍‌ ମୁକାବିଲା କରିହେବ: ଡିଏମ୍‌ଇଟି

by ସଞ୍ଜୟ ସ୍ୱାଇଁ
June 8, 2021
in State
ଭେଲ୍‌ଟା ଭାଇରସ୍‌ ମୁକାବିଲା କରିହେବ: ଡିଏମ୍‌ଇଟି
108
VIEWS
Share on FacebookShare on Twitter

ଭୁବନେଶ୍ବର (ବାଘୁଆବାର୍ତ୍ତା): ଭେଲ୍‌ଟା ଭାଇରସ୍‌ ମୁକାବିଲାରେ କୋଭିସିଲ୍ଡ ଏବଂ କୋଭାକ୍ସିନ ଟିକା ସଫଳ । ବୟସ୍କଙ୍କୁ ତୃତୀୟ ଡୋଜ ବୁଷ୍ଟର୍‌ ଆବଶ୍ୟକ ନେଇ ଆଇସିଏମ୍‌ଆର୍‌ କହିନାହିଁ। ସ୍ବାଇନ୍‌ ଫ୍ଲୁ ବେଳେ ନୋଜାଲ ସ୍ପ୍ରେ ଦିଆଯାଉଥିଲା। କରୋନା ରୋଗୀଙ୍କୁ ନୋଜାଲ ସ୍ପ୍ରେ ନେଇ ଚାଲିଛି ଗବେଷଣା। ଏନେଇ ଡିଏମ୍‌ଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୨୫୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୧୭୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୪୭୮୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୩୧୯୧୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!