Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଚ ବନ୍ଦ କରିବାକୁ ଯାଇ ଆକ୍ରମଣର ଶିକାର ହେଲେ ପୁଲିସ

by ସଞ୍ଜୟ ସ୍ୱାଇଁ
June 8, 2021
in Feature News
ପୁଲିସ ପ୍ରେମ ଜାଲରେ ପଡ଼ି ନର୍ସଙ୍କ ଆତ୍ମହତ୍ୟା
284
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା): ନାଚ ବନ୍ଦ କରିବାକୁ ଯାଇ ଆକ୍ରମଣର ଶିକାର ହେଲେ ପୁଲିସ । ପୁଲିସକୁ ଗୋଡାଇ ପିଟିଲେ ଗାଁଲୋକ । ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଧୀନରେ ଥିବା ବଳଙ୍ଗା ପ୍ରଧାନ ସାହିରେ ଘଟିଛି ଏପରି ଘଟଣା । ଗାଁରେ ପରମ୍ପରା ଅନୁସାରେ ସହ ସହ ବର୍ଷ ପୂର୍ବରୁ ଗାଁରେ ନାଗା ନାଚ ହେଇ ଆସୁଥିଲା । ଚଳିତ ବର୍ଷ କରୋନା କଟକଣା ନମାନି ଗାଁଲୋକ ନାଗା ନାଚ କରୁଥିଲେ । ଆଉ ଠିକ୍ ସମୟରେ ପୁଲିସ ଗାଁରେ ପହଞ୍ଚି କରୋନା ନିୟମକୁ ମାନିବାକୁ କହିଥିବା ବେଳେ ନାଗା ନାଚ ନକରିବାକୁ କହିିଥିଲେ । ପୁଲିସ ବାବୁଙ୍କ ଏହି କଥାରେ ସ୍ଥାନୀୟ ଯୁବକମାନେ ଉତକ୍ଷିପ୍ତ ହୋଇପଡ଼ିଥିଲେ । ପୁଲିସ ଗାଡି ଉପରକୁ ଆକ୍ରମଣ କରିବା ସହିତ ପୁଲିସଙ୍କୁ ଦୁର୍ବବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଘଟଣା ଉପରେ ପିପିଲି ଏସଡିପିଓ ଓ ପୁରୀ ଏସପି ନଜର ରଖି ଅଧିକ ତଦନ୍ତ ଜାରି ରଖିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!