Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୃଦ୍ଧାଶ୍ରମକୁ ୧ ଲକ୍ଷର ସହାୟତା ପ୍ରଦାନ

by ସଞ୍ଜୟ ସ୍ୱାଇଁ
June 9, 2021
in Nayagarh
ବୃଦ୍ଧାଶ୍ରମକୁ ୧ ଲକ୍ଷର ସହାୟତା ପ୍ରଦାନ
767
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବୃଦ୍ଧାଶ୍ରମ ସମର୍ପଣକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ସମାଜସେବୀ ପୂର୍ଣ୍ଣଚନ୍ଦ୍ର ନାୟକ ୪୦ ହଜାର, ବ୍ଲକ ଉପାଧ୍ୟକ୍ଷ ସୁବାସ କଅଁର ୩୦ ହଜାର, ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ମୋଟ ଏକ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଥିବା ଜଣାଯାଇଛି । ପ୍ରମୋଦ ପଟ୍ଟନାୟକ, ଅରୁଣ କୁମାର ମହାନ୍ତି ଏବଂ ଶ୍ରୀଧରସାହୁ ଉପସ୍ଥିତ ରହି ସହାୟତା ରାଶି ଗ୍ରହଣ କରିଛନ୍ତି । ବୃଦ୍ଧାଶ୍ରମର ପରିଚାଳନା ଏବଂ ଉନ୍ନତୀ କରଣ କାର୍ଯ୍ୟରେ ଏହି ଅର୍ଥ ବିନିଯୋଗ ହେବ ବୋଲି ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!