Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଧୋଉଥିବା ବେଳେ ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ

by ସଞ୍ଜୟ ସ୍ୱାଇଁ
June 9, 2021
in Nayagarh
ଗାଧୋଉଥିବା ବେଳେ ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ
142
VIEWS
Share on FacebookShare on Twitter

ବାସୁଦେବପୁର,(ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲା ନୟକନିଦିହି ଥାନା ଅନ୍ତର୍ଗତ ମଲିକଦେଇପୂର୍ ପଞ୍ଚାୟତର ବ୍ରଜନନ୍ଦପୂର୍ ଗ୍ରାମରେ ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ଦୁଇ ସମ୍ପର୍କୀୟା ଭଉଣୀଙ୍କର ମୃତ୍ୟୁ ଘଟିଛି। ଘଟଣାରୁ ପ୍ରକାଶ ଯେ, ସଦାନନ୍ଦ ଘଡେଇଙ୍କର୧୨ ବର୍ଷର ଝିଅ ଲକ୍ଷ୍ମୀପ୍ରିୟା ଓ ତାଙ୍କର ସମ୍ପର୍କୀୟ ଭଉଣୀ ଚାନ୍ଦବାଲି ବ୍ଲକ ରେ ଘଂଟେଶ୍ୱର ଅଞ୍ଚଳର ଧନେଶ୍ଵର ବାରିକଙ୍କର ୯ ବର୍ଷର ଝିଅ ପଲ୍ଲବୀ ପୋଖରୀରେ ଗାଧୋଉ ଥିବା ବେଳେ ପାଣିରେ ବୁଡିଯାଇଥିଲେ। ଗ୍ରାମର ଲୋକମାନେ ତାଙ୍କୁ ପୋଖରୀରୁ ଉଦ୍ଧାର କରି ବାସୁଦେବପୁର ମେଡ଼ିକାଲକୁ ଆଣିଥିଲେ। ମାତ୍ର ଡାକ୍ତର ତାଙ୍କୁ ମୃତ୍ ଘୋଷଣା କରିଥିଲେ। ପଲ୍ଲବୀ ତାଙ୍କ ମାମୁଁ ଘର ବ୍ରଜନନ୍ଦପୁର୍ କୁ ଆସିଥିଲେ। ଦୁଇ ଭଉଣୀଙ୍କ ଏଭଳି ଦୁଃଖଦ ମୃତ୍ୟ ଖବର ପ୍ରଚାରିତ ହେବାପରେ ଗ୍ରାମରେ ଶୋକର ଛାୟା ଖେଳି ଯାଇଛି। ଶବ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!