Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସ୍‌ସିବିକୁ ଆସିବ ସିମୁଲେଟର

by ସଞ୍ଜୟ ସ୍ୱାଇଁ
June 10, 2021
in Feature News
ଏସ୍‌ସିବିରେ ଦୁଇ ସନ୍ଦିଗ୍ଧ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ
131
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା): ପୂର୍ବଭାରତର ପ୍ରଥମ ଫୁସ୍‌ଫୁସ୍‌ ଜନିତ ମେଡିସିନ୍‌ ଉତ୍କର୍ଷ କେନ୍ଦ୍ରକୁ ଆସିବ ସିମୁଲେଟର। ୪୦ଲକ୍ଷ ଟଙ୍କା ବ୍ୟୟରେ ଆସିବାକୁ ଥିବା ଏହି ଯନ୍ତ୍ରାଂଶ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଖୁବ୍‌ଶୀଘ୍ର ଟେଣ୍ଡର ଆହ୍ବାନ କରାଯିବ। ଯନ୍ତ୍ର ମାଧ୍ୟମରେ ଡାକ୍ତରୀ ଛାତ୍ରଛାତ୍ରୀ ତାଲିମ ନେଇ ପାରିବେ। ଆଇସିୟୁ ପରିଚାଳନାଠାରୁ ଆରମ୍ଭ କରି, ବିଭିନ୍ନ ପ୍ରକାର ଚିକିତ୍ସା କିପରି କରାଯିବ ସେ ସଂପର୍କରେ ବିନା ରୋଗୀରେ ଯନ୍ତ୍ରାଂଶ ମାଧ୍ୟମରେ ତାଲିମ୍‌ ଦିଆ ଯାଇପାରିବ। ଫୁସ୍‌ଫୁସ୍‌ ଜନିତ ରୋଗର ଚିକିତ୍ସା ପାଇଁ ଉତ୍କର୍ଷ କେନ୍ଦ୍ରକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ସିମୁଲେଟର ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଥିବା ପଲ୍ୟୁମୁନାରି ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ଏମ୍‌.ଆର, ପଟ୍ଟନାୟକ ସୂଚନା ଦେଇଛନ୍ତି। ଏସ୍‌ସିବିକୁ ଏହି ସିମୁଲେଟର ପ୍ରଥମ ଥର ପାଇଁ ଆସିବ। କେବଳ ଆନାଟୋମି ବିଭାଗରେ ଶବ ଅଭାବ ପାଇଁ ସିମୁଲେଟର ମଡେଲର ଆଡାଟୋମେଜ୍‌ ଟେବୁଲ ରହିଛି। ତାହା ମାଧ୍ୟମରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ଶବ ବ୍ୟବ‌େଚ୍ଛଦ ସଂପର୍କରେ ତାଲିମ ଦିଆଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!