Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଶ୍ରେଣୀ ଛାତ୍ରୀଙ୍କୁ ଭୁଜାଲିରେ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
June 10, 2021
in Crime, State
ନବମ ଶ୍ରେଣୀ ଛାତ୍ରୀଙ୍କୁ ଭୁଜାଲିରେ ଆକ୍ରମଣ
269
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ନବମ ଶ୍ରେଣୀ ଛାତ୍ରୀଙ୍କୁ ଭୁଜାଲିରେ ଆକ୍ରମଣ । ଟିଉସନ ଯାଉଥିବା ସମୟରେ ଆକ୍ରମଣର ଶିକାର ହେହେଲ ଛାତ୍ରୀ । ବାଲେଶ୍ୱର ଖଇରା ବ୍ଲକ ତୁଟ ଗାଁର ନବମ ଶ୍ରେଣୀ ଛାତ୍ରୀ ଆଜି ସକାଳେ ଟିଉସନ ଯାଉଥିଲେ । ଠିକ୍ ସେହି ଗାଁର ଜଣେ ଯୁବକ ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିବାର ଅଭିଯୋଗ ହୋଇଛି । ଆକ୍ରମଣ କରିବାର କାରଣ ଜଣାପଡ଼ିନଥିବା ବେଳେ କିଛି ଦିନ ପୂର୍ବରୁ ଯୁବକ ତାଙ୍କୁ ପ୍ରେମ ନିବେଦନ କରିଥିଲେ । ଏହାକୁ ଛାତ୍ରୀଙ୍କ ପରିବାର ପକ୍ଷରୁ ପ୍ରତିବାଦ କରିଥିବାରୁ ସେହି ରାଗରେ ଆକ୍ରମଣ କରିଥିବା ନେଇ ସନ୍ଦେହ କରାଯାଉଛି । ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ଯୁବକ ଜଣଙ୍କ ଫେରାର ଥିବା ନେଇ ସୂଚନା ରହିଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!