Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଘର ଛାଲ, ନଖ ଓ ହାଡ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
June 10, 2021
in Crime, State
ବାଘର ଛାଲ, ନଖ ଓ ହାଡ ଜବତ, ଜଣେ ଗିରଫ
255
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ଚିତା ବାଘର ଛାଲ, ନଖ ଓ ହାଡ଼ ଜବତ କରିବା ସହିତ ଜଣେ ଶିକାରୀକୁ ଗିରଫ କରିଛନ୍ତି ଫୁଲବାଣୀ ବନଖଣ୍ଡର ସୁଡ଼ରୁକୁମ୍ପା ବନାଞ୍ଚଳର ବନ କର୍ମଚାରୀ। ଗିରଫ ଅଭିଯୁକ୍ତର ନାମ କବି ଚନ୍ଦ୍ର କହଁର। ତା’ ଘର ସେହି ବନାଞ୍ଚଳର କୁଟିବାଡ଼ି ଗାଁରେ। ସୁଡ଼ରୁକୁମ୍ପା ବନାଞ୍ଚଳର ରେଞ୍ଜର ଶିଶିର କୁମାର ଝାଙ୍କରଙ୍କ ଠାରୁ ମିଳିଥିବା ସୂଚନା ଅନୁସାରେ, ଅଭିଯୁକ୍ତ ଗାଁ ନିକଟ ଜଙ୍ଗଲରେ ଏହି ଚିତା ବାଘକୁ ଗୁଳି କରି ମାରିଥିଲା। ବାଘର ଛାଲ, ନଖ, ନିଶ ଏବଂ ହାଡ଼ ପ୍ରଭୃତିକୁ ବାହାର କରି ସେସବୁକୁ ବିକ୍ରି କରିବା ଉଦେଶ୍ୟରେ ଜଙ୍ଗଲରେ ଲୁଚାଇ ରଖିଥିଲା। ଏ ସଂପର୍କରେ ବନ ବିଭାଗକୁ ବିଶେଷ ସୂତ୍ରରୁ ଖବର ମିଳି ଥିଲା। ଏହା ପରେ ଏକ ସ୍ୱତନ୍ତ୍ର ଟିମ୍‌ ଅଭିଯୁକ୍ତକୁ ଗିରଫ କରିବା ସହିତ ତା’ଠାରୁ ଏକ ବନ୍ଧୁକ ଜଗତ କରାଯାଇଥିଲା। ଏହା ସହିତ ସେ ଜଙ୍ଗଲରେ ଏକ ଗଛରେ ଲୁଚାଇ ରଖିଥିବା ବାଘ ଛାଲ ଓ ୧୦ ଖଣ୍ଡ ହାଡ଼କୁ ଜବତ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!