Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ସଭା

by ସଞ୍ଜୟ ସ୍ୱାଇଁ
June 11, 2021
in Nayagarh
ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ସଭା
226
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଭାରତ ବିକାଶ ପରିଷଦ ନୟାଗଡ଼ ଶାଖା ତରଫରୁ ବିଶିଷ୍ଟ ପରିବେଶବିତ୍ ତଥା ଶିକ୍ଷାବିତ୍ ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପବିତ୍ର ଆତ୍ମାର ସଦଗତି ନିମନ୍ତେ ଏକ ଶ୍ରଦ୍ଧାଞ୍ଜଳି ସଭା ଶାଖା ଅଧ୍ଯକ୍ଷ ହରେକୃଷ୍ଣ ସାହୁଙ୍କ ଅଧ୍ଯକ୍ଷତାରେ କୋଭିଡ୍ ନିୟମକୁ ପାଳନ କରି ଅନୁଷ୍ଠିତ ହୋଇ ଯାଇଛି। ଅସମ୍ଭବକୁ ସମ୍ଭବ କରିବାରେ ସେ ଜଣେ ଧୂରୀଣ ବିନ୍ଧାଣୀ। ସେହି ମହାନ୍ ବ୍ଯକ୍ତିଙ୍କୁ ହରାଇ ଭାରତ ବିକାଶ ପରିଷଦ,ନୟାଗଡ ଶାଖା ସହିତ ସମଗ୍ର ନୟାଗଡ଼ ଜିଲ୍ଲା ତଥା ରାଜ୍ଯବାସୀ ଗଭୀର ମର୍ମାହତ। ଏହି ଶ୍ରଦ୍ଧାଞ୍ଜଳି ସଭାରେ ପ୍ରଫେସର ରାଧାମୋହନଙ୍କ ସହପାଠୀ ହରିହର ପାତ୍ର ଓ ପ୍ରାଧ୍ୟାପକ ହରପ୍ରସାଦ ମହାପାତ୍ର ତାଙ୍କର ସ୍ମ୍ରୁତି ଚାରଣ କରି ତାଙ୍କର ପ୍ରଚଣ୍ଡ ପାଣ୍ଡିତ୍ଯ, କର୍ମନିଷ୍ଠା ଓ ପରିବେଶ ପ୍ରୀତି ବିଷୟରେ ବକ୍ତବ୍ଯ ରଖିଥିଲେ। ଏମାନଙ୍କ ସହିତ ପରିଷଦର କ୍ଷେତ୍ରୀୟ ସଚିବ ଶ୍ରୀଧର ସାହୁ, ଶାଖା ସଚିବ ଅନାଦି ଚରଣ ମହାନ୍ତି, ସଂଗଠନ ସଚିବ କାମାକ୍ଷା ପ୍ରସାଦ ଦାସ, ସମାଜସେବୀ ପ୍ରମୋଦ ପଟ୍ଟନାୟକ, ନିର୍ମଳ ଚନ୍ଦ୍ର ଶୂରଦେଓ, ଅରୁଣ କୁମାର ମହାନ୍ତି, ଦୁର୍ଯ୍ୟୋଧନ ସାହୁ, ପ୍ରସନ୍ନ କୁମାର ବସନ୍ତିଆ,ଅଶୋକ କୁମାର ନାୟକ, ପ୍ରଦୀପ କୁମାର ପ୍ରୁଷ୍ଟି, ରାଜକିଶୋର ଦଳେଇ, ଲକ୍ଷ୍ମୂକାନ୍ତ ଦାଶ ଆଦି ସଦସ୍ଯ ମାନେ ଯୋଗ ଦେଇଥିଲେ।।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!