Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧୀରେ ଧୀରେ ଅନଲକ୍ ଆମ ପାଇଁ ଭଲ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
June 12, 2021
in Nayagarh
ଓଡଗାଁରେ ଆଉ ଏକ ଗ୍ରାମ କଣ୍ଟେନମେଣ୍ଟ
161
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏଥରକ ଧୀରେ ଧୀରେ ଅନଲକ୍ ଆମ ପାଇଁ ଭଲ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଅନ୍ୟ ରାଜ୍ୟମାନେ ଏହି ପନ୍ଥା ଅବଲମ୍ବନ କରିଛନ୍ତି। କିଛି କଟକଣା କୋହଳ ହେବ। କିଛି କଟକଣା ପୂର୍ବ ପରି ବଳବତ୍ତର ରହିବ। ଅନଲକ୍ ପାଇଁ ସରକାର ସବୁ ଦିଗରୁ ବିଚାରବିମର୍ଶ କରି ନିଷ୍ପତ୍ତି ନେଉଛନ୍ତି। ସମସ୍ତ ଜିଲ୍ଲା ଗୁଡ଼ିକୁ ତିନୋଟି ଜୋନରେ ବିଭକ୍ତ କରାଯାଇ ଆମେ ସ୍ଥିତି ଉପରେ ନଜର ରଖିଛୁ। ଜୁନ୍୧୭ ତାରିଖ ପରେ କ’ଣ ହେବ ସେ ନେଇ ଖୁବ୍ ଶୀଘ୍ର ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। କଟକ, ଅନୁଗୁଳ, ଖୋର୍ଦ୍ଧା, ଯାଜପୁର ଭଳି କିଛି ଜିଲ୍ଲାରେ ଏବେ ସଂକ୍ରମଣ ହାର କମୁଛି। ମୃତ୍ୟୁ ସଂଖ୍ୟା ବଢିବାର ଦୁଇଟି କାରଣ ରହିଛି। ପୂର୍ବ କେସ ଲୋଡ଼ ଏବଂ ବର୍ତ୍ତମାନ କିଛି ଲୋକ ଗୁରୁତର ଥିବା ଯୋଗୁଁ ମୃତ୍ୟୁ ସଂଖ୍ୟା ବଢୁଛି ବୋଲି କହିଛନ୍ତି ବିଜୟ ମହାପାତ୍ର।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!