Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଇବର ଠକାମିରେ ଯୁବ ଡାକ୍ତର, ହରାଇଲେ ୧୧ ଲକ୍ଷ ଟଙ୍କା

by ସଞ୍ଜୟ ସ୍ୱାଇଁ
June 13, 2021
in Crime, State
ସାଇବର ଠକାମିରେ ଯୁବ ଡାକ୍ତର, ହରାଇଲେ ୧୧ ଲକ୍ଷ ଟଙ୍କା
166
VIEWS
Share on FacebookShare on Twitter

ପଟ୍ଟାମୁଣ୍ଡାଇ, (ବାଘୁଆବାର୍ତ୍ତା): ସାଇବାର ଜାଲରେ ଯୁବ ଡାକ୍ତର । ଠକିନେଲେ ୧୧ଲକ୍ଷ ଟଙ୍କା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ାମ୍ବିଳା ଗାଁର ଘଟଣା । ଜଣେ ଯୁବ ଡାକ୍ତରଙ୍କ ଠାରୁ ଠକିନେଇଛନ୍ତି ୧୧ଲକ୍ଷ ଟଙ୍କା । ଯୁବ ଡାକ୍ତର ବାଦଲ ରାଜକନିକା ସରକାରୀ ଡାକ୍ତରଖାନାରେ କାର୍ୟ୍ୟରତ ଥିଲେ । ଟଙ୍କା ଡବଲ କରିବାକୁ ଲୋଭ ଦେଖାଇଥିଲେ ସାଇବର ଠକ । ଯାହାର ଶିକାର ହୋଇଛନ୍ତି ଯୁବ ଡାକ୍ତର। ଲୋଭ ଦେଖାଇ ଯୁବ ଡାକ୍ତରଙ୍କ ଠାରୁ ୧୧ଲକ୍ଷ ଠକିନେଇଛନ୍ତି ସାଇବର ଲୁଟେରା । ଏନେଇ ଆଳି ଥାନାରେ ଏତଲା ଦିଆଯାଇଛି । ପୋଲିସ ପକ୍ଷରୁ ଛାନ୍‌ଭିନ୍‌ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!