Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେଲ ମାରିଲା ପୁରୀରେ ଡକାୟତି ଯୋଜନା, ୪ ଜଣଙ୍କୁ ବାନ୍ଧିଲା ପୋଲିସ, ୨ ଚମ୍ପଟ

by ସଞ୍ଜୟ ସ୍ୱାଇଁ
June 13, 2021
in Crime, State
ଫେଲ ମାରିଲା ପୁରୀରେ ଡକାୟତି ଯୋଜନା, ୪ ଜଣଙ୍କୁ ବାନ୍ଧିଲା ପୋଲିସ, ୨ ଚମ୍ପଟ
93
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା) : ଡକାୟତି ଯୋଜନା ଫେଲ୍ ମାରିଲା । ପୁରୀରେ ଡକାୟତି ଯୋଜନା କରୁଥିବା ବେଳେ ଚଢ଼ାଉ କଲା ପୋଲିସ । ୪ ଜଣଙ୍କୁ ଗିରଫ କରିଛି ବଳିଆପଣ୍ଡା ଥାନା ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ସୁବାସ ଚନ୍ଦ୍ର ମହାନ୍ତି, ଓରଫ ଗିଲଟି କାଳୁ, ଜୀବନ ବାରିକ, ସୌମ୍ୟରଞ୍ଜନ ମଲ୍ଲିକ ଓ କାତି ଓରଫ ବରେନ୍ଦ୍ର ମହାରଣା । ସେମାନଙ୍କ ନିକଟରୁ ଖଣ୍ଡା, ଦୁଇଟି ବୋମା, ଲୁହାରଡ୍ ଓ ବାଇକ ଜବତ ହୋଇଛି । ଆଉ ଦୁଇ ଜଣ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି । ପୁରୀକୁ ବିକାଶମୂଳକ କାମ ପାଇଁ ବିଭିନ୍ନ ଜିନିଷ ନେଇ ଆସୁଥିବା ଗାଡିରୁ ଡକାୟତି କରିବାକୁ ଏମାନେ ଯୋଜନା କରୁଥିଲେ । ଏତିକିବେଳେ ପହଞ୍ଚି ଯାଇଥିଲା ପୋଲିସ । ଦୁଇ ଜଣ ପୋଲିସକୁ ଚକମା ଦେଇ ଖସି ପଳାଇଛନ୍ତି । ସେମାନଙ୍କୁ ଧରିବା ପାଇଁ ଖୋଲତାଡ ଚଳାଇଛି ବଳିଆପଣ୍ଡା ଥାନା ପୋଲିସ ।

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026
ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

April 18, 2026
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!