Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନ ଦ୍ୱିପ୍ରହରେ ଅଗ୍ନିକାଣ୍ଡ: ୨ବଖରା ଘର ଭସ୍ମୀଭୂତ

by ସଞ୍ଜୟ ସ୍ୱାଇଁ
June 13, 2021
in Nayagarh
ଦିନ ଦ୍ୱିପ୍ରହରେ ଅଗ୍ନିକାଣ୍ଡ: ୨ବଖରା ଘର ଭସ୍ମୀଭୂତ
126
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଗଣିଆ ବିଜୟନଗର ଗାଁରେ ଦିନ ଦ୍ୱିପ୍ରହରେ ଆଜି ଅଗ୍ନିକାଣ୍ଡ ୨ବଖରା ଘର ଭସ୍ମୀଭୂତ ହୋଇଯାଇଥିବା ଜଣାପଡିଛି । ସୂଚନାନୁସାରେ, ଗଣିଆ ବ୍ଲକ୍ ଅନ୍ତର୍ଗତ ବିଜୟନଗର ଗାଁର ମୁକ୍ତା ସାହୁ ଘରକାମ କରୁଥିବା ବେଳେ ଆଜି ମଧ୍ୟାହ୍ନ ୧୨ଟା ସମୟରେ ଅଚାନକ୍ ଅଗ୍ନିକାଣ୍ଡ ଘଟିଥିଲା । ସେ ଅଗ୍ନିକାଣ୍ଡ ଦେଖି ସଂଜ୍ଞାହିନ ହୋଇଯାଇଥିବା ବେଳେ ୨ବଖରା ଘର ଭସ୍ମୀଭୂତ ହୋଇଯାଇଥିଲା । ଅଗ୍ନିକାଣ୍ଡରେ ମୁକ୍ତାଙ୍କର ସମସ୍ତ ଆସବାବ ପତ୍ର, ଧାନ, ଚାଉଳ ଓ ଅନ୍ୟାନ୍ୟ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲାଯେ, ଗ୍ରାମବାସୀ ଓ ଅଗ୍ନିଶମ କର୍ମଚାରୀ ପହଞ୍ôଚ ନିଆଁକୁ ଆୟତ କରିବା ପୂର୍ବରୁ ସମସ୍ତ ସାମଗ୍ରୀ ପୋଡି ଯାଇଥିଲା । ଶଗ୍ନିକାଣ୍ଡରେ ୫୦ହଜାରରୁ ଉର୍ଦ୍ଧ ଟଙ୍କାର କ୍ଷୟକ୍ଷତି ହୋଇଥିବା ଅନୁମାନ କରାଯାଇଥିବା ବେଳେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!