Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦୦ ଟପିଲା ଉଭୟ ପେଟ୍ରୋଲ ଓ ଡିଜେଲ ଦର

by ସଞ୍ଜୟ ସ୍ୱାଇଁ
June 14, 2021
in Nayagarh
୧୦୦ ଟପିଲା ଉଭୟ ପେଟ୍ରୋଲ ଓ ଡିଜେଲ ଦର
225
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଦେଶରେ ତେଲଦର ବୃଦ୍ଧିରେ ବିରାମ ଲାଗୁନାହିଁ । ତେଲ କମ୍ପାନିମାନେ ଆଜି ପୁଣିଥରେ ପେଟ୍ରୋଲ ଲିଟର ପିଛା ୨୮ ରୁ ୨୯ ପଇସା ଓ ଡିଜେଲ ଲିଟର ପିଛା ୩୦ରୁ ୩୧ ପଇସା ବୃଦ୍ଧି କରିଛନ୍ତି । ଏହା ଫଳରେ ଦେଶରେ ତେଲଦର ଏକ ନୂଆ ଉଚ୍ଚତାକୁ ଛୁଇଁଛି । ଓଡ଼ିଶାର ମାଲକାନଗିରି ଜିଲ୍ଲାରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୧୦୦ ଟଙ୍କା ଟପିଯାଇଛି । ଏହି ଜିଲ୍ଲାରେ ଏବେ ପେଟ୍ରୋଲ ଟ.୧୦୨.୨୩ ଓ ଡିଜେଲ ଟ.୧୦୦.୦୧ ରେ ବିକ୍ରି ହେଉଛି । ଅନ୍ୟପକ୍ଷରେ ଭୁବନେଶ୍ବରରେ ପେଟ୍ରୋଲ ଲିଟର ପିଛା ରେକର୍ଡ ସ୍ତର ଟ.୯୭.୧୬ ରେ ପହଞ୍ଚିଯାଇଛି । ସେହିପରି ଡିଜେଲ ଦର ୯୫.୧୧ ପହଞ୍ଚିଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ପରିଲକ୍ଷିତ ହେଉଛି । ସେହିପରି ସମ୍ବଲପୁରରେ ପେଟ୍ରୋଲ ଟ୯୭.୭୬ ଓ ଡିଜେଲ ୯୫.୭୦ ରେ ବିକ୍ରି ହେଉଛି । ବାଲେଶ୍ବରରେ ପେଟ୍ରୋଲ ଟ. ୯୭.୧୬ ଓ ଡିଜେଲ ଟ.୯୫.୧୨ରେ ବିକ୍ରି ହେଉଛି । ଏହି ବୃଦ୍ଧି ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଟ୯୬.୪ ଓ ଡିଜେଲ ଲିଟର ପିଛା ୮୭.୨୮ରେ ବିକ୍ରି ହେଉଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଟ.୧୦୨.୫୮ ଓ ଡିଜେଲ ଲିଟର ପିଛା ୯୪.୭୦ରେ ବିକ୍ରି ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!