Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ଯୋଗୁଁ ଓଜେଇଇ ପରୀକ୍ଷା ସ୍ଥଗିତ, ବଢ଼ିଲା ଆବେଦନର ସମୟ ସୀମା

by ସଞ୍ଜୟ ସ୍ୱାଇଁ
June 14, 2021
in Nayagarh
କରୋନା ଯୋଗୁଁ ଓଜେଇଇ ପରୀକ୍ଷା ସ୍ଥଗିତ, ବଢ଼ିଲା ଆବେଦନର ସମୟ ସୀମା
72
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଏହି ପରୀକ୍ଷା ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା । ବର୍ତ୍ତମାନ ପରିପ୍ରେକ୍ଷୀରେ ସ୍ଥଗିତ ରଖାଯାଇଥିବା ପରୀକ୍ଷାକୁ ପରବର୍ତ୍ତୀ ସମୟରେ ଆୟୋଜନ କରାଯିବ । ପରୀକ୍ଷା ପୂର୍ବରୁ ବିଜ୍ଞପ୍ତି ପ୍ରକାଶ ପାଇବ । ପରିସ୍ଥିତି ଦେଖି ଆସନ୍ତା ଜୁଲାଇ ମାସ ପ୍ରଥମ ସପ୍ତାହରେ ପରୀକ୍ଷା କେବେ କରାଯିବ ତାହା ଉପଯୁକ୍ତ ସମୟରେ ଜଣାଇ ଦିଆଯିବ । ଅନ୍ୟପଟରେ ଓଜେଇଇ ପରୀକ୍ଷା ପାଇଁ ଅନ୍‌ଲାଇନ୍ ଆବେଦନର ସମୟ ସୀମାକୁ ବଢ଼ାଇ ଦିଆଯାଇଛି । ଫଳରେ ଯେଉଁ ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସାମିଲ ହେବା ପାଇଁ ଏଯାଏଁ ଆବେଦନ କରି ନଥିଲେ, ସେମାନଙ୍କୁ ଆଉ ଏକ ସୁଯୋଗ ମିଳିଛି । ଛାତ୍ରଛାତ୍ରୀମାନେ ୨୦୨୧ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ । ଏଥି ପାଇଁ ସେମାନେ ୨୦୨୧ ଜୁଲାଇ ୧୪ ମଧ୍ୟରେ ଫି’ ଦାଖଲ କରିପାରିବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!