Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧୋକା ଦେଲା ଡାଟାଏଣ୍ଟ୍ରି ଅପରେଟର

by ସଞ୍ଜୟ ସ୍ୱାଇଁ
June 15, 2021
in Crime, State
ଧୋକା ଦେଲା ଡାଟାଏଣ୍ଟ୍ରି ଅପରେଟର
398
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବିବାହର ମିଛ ପ୍ରତିଶ୍ରୁତି ଦେଇ ଜଣେ ନର୍ସଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଏବଂ ପରବର୍ତ୍ତୀ ସମୟରେ ଧୋକା ଦେବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୁଲିସ କ୍ୟାପିଟାଲ ହସ୍ପିଟାଲର ଅସ୍ଥାୟୀ କର୍ମଚାରୀ ଅରଜିତ ଜେନା(୨୪)ଙ୍କୁ ଗିରଫ କରିଛି। ବାଲିଅନ୍ତା କାକରୁଦ୍ରପୁର ଅଞ୍ଚଳର ଅରଜିତ କ୍ୟାପିଟାଲ ହସ୍ପିଟାଲରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାମ କରନ୍ତି। ସୂଚନାନୁସାରେ, ପଟିଆ ସରକାରୀ ମେଡିକାଲରେ ନର୍ସ ଭା‌ବେ ନିଯୁକ୍ତି ପାଇଥିବା ସୁନୟନା(ଛଦ୍ମନାମ) ଓ ଅରଜିତଙ୍କ ମଧ୍ୟ‌ରେ ଗତବର୍ଷ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। କୋଭିଡ୍‌ କାମ ପାଇଁ ଅରଜିତ ପଟିଆ ମେଡିକାଲକୁ ଡ଼୍ୟୁଟିରେ ଆସିବା ବେଳେ ସୁନୟନାଙ୍କୁ ଦେଖି ତାଙ୍କୁ ପ୍ରେମରେ ଫସାଇଥିଲେ। ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏମିତିକି ଅରଜିତ ତାଙ୍କୁ ନେଇ ହୋଟେଲରେ ଅନେକ ରାତି କଟାଇଥିଲେ ବୋଲି ସୁନୟନା ଅଭିଯୋଗ କରିଛନ୍ତି। କିନ୍ତୁ ଅରଜିତ ବିବାହ ଦିନ ଗଡ଼ାଇ ଚାଲିବାରୁ ସେମାନଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ଅରଜିତ ତାଙ୍କୁ ଗାଳିଗୁଲଜ କରି ଆଉ ପାଖ ମାଡ଼ିନଥିଲେ। ଶେଷରେ ସୁନୟନା ପ୍ରତାରିତ ହୋଇଥିବା ଜାଣିବା ପରେ ଇନ୍‌ଫୋସିଟି ଥାନାର ଆଶ୍ରୟ ନେଇଥିଲେ।

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026
ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!