Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରମୁଖ ଶାସନ ସଚିବଙ୍କ ଦୁଇଦିନିଆ ନୟାଗଡ଼ ଗସ୍ତ

by ସଞ୍ଜୟ ସ୍ୱାଇଁ
September 20, 2018
in Sports
31
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା ବ୍ୟୁରୋ): ନିତିନ୍ ଚନ୍ଦ୍ର ପ୍ରମୁଖ ଶାସନ ସଚିବ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ଦୁଇ ଦିନିଆ ନୟାଗଡ଼ ଗସ୍ତକରି ପ୍ରଥମ ଦିନ ନୂଆଗାଁ ଓ ଦଶପଲ୍ଲାର ବିଭିନ୍ନ କାର୍ଯ୍ୟ ପରିଦର୍ଶନ କରିଥିଲେ । ସେହିପରି ଦ୍ୱିତୀୟ ଦିନ ନୟାଗଡ଼ ଓ ଖଣ୍ଡପଡ଼ା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକୁ ପରିଦର୍ଶନ କରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷ ସୃଜନ ଠାରେ ସମସ୍ତ ବିଭାଗର ପୁଙ୍ଖାନୁପୁଙ୍ଖ ଭାବେ ସମୀକ୍ଷା କରିଥିଲେ । ବିଦ୍ୟୁତ୍ ବିଭାଗ, ଗ୍ରାମୀଣ ଗୃହ, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ, ଜଳସେଚନ, କ୍ଷୁଦ୍ରଜଳସେଚନ, ଉଠାଜଳସେଚନ, କୃଷି, ଉଦ୍ୟାନ ବିଭାଗ, ସାଧାରଣ ବଣ୍ଟନ ବିଭାଗ ଆଦି ବିଭାଗ ଗୁଡ଼କି ର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ସମୀକ୍ଷା କରିଥିଲେ । ଜଳସେଚନ ପ୍ରକଳ୍ପ କରିବା ପାଇଁ ପିଆରଆଇମାନଙ୍କ ସହିତ ଯୋଗାଯୋଗ କରି ଶତକଡ଼ା ୫୦ଭାଗ ଜମିରେ ଜଳସେଚନ କରିବା ପାଇଁ ଜଳସେଚନ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ ଦେଇଥିଲେ ।

ନରେଗା ଯୋଜନା ମାଧ୍ୟମରେ ଜଳସେଚନର ସୁବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଡ. ଏନ. ତିରୁମାଲା ନାୟକ, ପ୍ରକଳ୍ପ ନିର୍ଦ୍ଦେଶକ ଡ. ଅଭୟ କୁମାର ନାୟକ, ସମସ୍ତ ବିଭାଗର ଅଧିକାରୀମାନେ ଯୋଗଦାନ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!