Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିନଦ୍ୱିପ୍ରହରରେ ବାଇକ ଚୋରି

by ସଞ୍ଜୟ ସ୍ୱାଇଁ
June 17, 2021
in Crime, Nayagarh
ଦିନଦ୍ୱିପ୍ରହରରେ ବାଇକ ଚୋରି
1.1k
VIEWS
Share on FacebookShare on Twitter

ଓଡ଼ଗାଁ(ବାଘୁଆବାର୍ତ୍ତା): -ଗତକାଲି ଓଡ଼ଗାଁ ଆଦର୍ଶ ଥାନା ଠାରୁ ମାତ୍ର ୨୦୦ ମିଟର ଦୂରରେ ଥିବା ପୋଷ୍ଟ ଅଫିସ କାର୍ୟ୍ୟାଳୟ ପରିସରରୁ ଦିନ ଦିପ୍ରହରରେ କାର୍ୟ୍ୟରତ ସବ-ପୋଷ୍ଟ ମାଷ୍ଟର ସନୋଜ କୁମାର ଦୋରାଙ୍କ କଳା କଲର ଟିଭିଏସ ଗାଡି ନଂ -ଓଡ଼ି-୨୫ଡି-୭୭୪୭କୁ ଚୋରିକରି ନେଇଯାଇଥିବା ଓଡ଼ଗାଁ ଥାନାରେ ଅଭିଯୋଗ ହୋଇଅଛି । ଗତ କାଲି ସକାଳ ୯ ଟା ୩୦ମିନିଟ ସମୟରେ ପ୍ରତ୍ୟେକ ଦିନ ଭଳି ସନୋଜ ପୋଷ୍ଟ ଅଫିସ ପରିସରରେ ଗାଡି ରଖି ହ୍ୟାଣ୍ଡଲ ଲକକରି ଅଫିସ ଭିତରକୁ ଯାଇଥିଲେ । ତେବେ ଅପରାହ୍ନ ୪-୩୦ରେ ଅଫିସରୁ ବାହାରି ଦେଖିଲା ବେଳକୁ ଗାଡିଟି ଚୋରି ହୋଇଯାଇଥିବା ଜାଣିବାକୁ ପାଇଥିଲେ । ଜଣେ ଯୁବକ ଗାଡିଟିକୁ ଚୋରିକରି ନେଉଥିବା ଚିତ୍ର ସିସିଟିଭି ଫୁଟେଜରେ କଏଦ ହୋଇଅଛି । ସିସିଟିଭି ଫୁଟେଜକୁ ଆଧାରକରି ଘଟଣାର ଅନୁସନ୍ଧାନ ଚଳାଇଥିବା ଆଦର୍ଶ ଥାନା ପକ୍ଷରୁ ସୂଚନା ମିଳିଅଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!