Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଥଯାତ୍ରାର ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
June 17, 2021
in Feature News, State
ରଥଯାତ୍ରାର ପ୍ରସ୍ତୁତି ବୈଠକ
110
VIEWS
Share on FacebookShare on Twitter

ନବରଙ୍ଗଗପୁର, (ବାଘୁଆବାର୍ତ୍ତା): ଗତବର୍ଷ ଭଳି ଚଳିତ ବର୍ଷ ରଥଯାତ୍ରା କୋଭିଡ୍ କଟକଣା ପାଳନ କରି ଶାନ୍ତି ଶୃଙ୍ଖଳାର ସହିତ ରଥଯାତ୍ରା କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସୂଚନାନୁସାରେ, ନବରଙ୍ଗପୁର ଜିଲ୍ଲାର ଐତିହାସିକ ରଥଯାତ୍ରାକୁ ନେଇ ଡାବୁଗାଁ ତହସିଲଦାର ସନ୍ଧ୍ୟା ସମରଥଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ତହସିଲ୍ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକ ଗତବର୍ଷର ଆୟବ୍ୟୟର ସମୀକ୍ଷା କରିବା ସହ ସ୍ନାନ ପୂର୍ଣ୍ଣିମା ଠାରୁ ବାହୁଡା ରଥଯାତ୍ରା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ନିତୀକାନ୍ତି କେମିତି ଶାନ୍ତି ଶୃଙ୍ଖଳାରେ ସମାପନ କରାଯିବ ସେ ବିଷୟରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା । ଯେହେତୁ ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ଲହର ଥମିନଥିବାରୁ କରୋନା କଟକଣା ପାଳନ କରି ଚଳିତ ବର୍ଷ କେବଳ ମନ୍ଦିରର ପୂଜକ ଓ ସେବାୟତମାନଙ୍କୁ ନେଇ ରଥଯାତ୍ରା ପାଳନ କରାଯିବ । ଜନସାଧାରଣମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ ନିଷେଧ କରାଯାଇଛି ବୋଲି ତହସିଲାଦର ପ୍ରକାଶ କରିଛନ୍ତି । ଉକ୍ତ ବୈଠକରେ ତହସିଲଦାରଙ୍କ ସହ ମନ୍ଦିରର ଉପ ସଭାପତି ଜି ଭେଙ୍କଟେଶ୍ୱର ରାଓ, ସଂପାଦକ ଜି ସାଇ ରାଜୁ, ଦେବରାଜ ପାତ୍ର, ସୁରି ମିଶ୍ର, ଭଗବାନ ମହାନ୍ତି, ଭଗବାନ ଖୁଣ୍ଟିଆଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ, ବଜାର କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!