Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ୬ ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ ବ୍ୟବସ୍ଥା, ସ୍ଥିତି ପରଖିଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
June 18, 2021
in Health, Nayagarh
ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ୬ ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ ବ୍ୟବସ୍ଥା, ସ୍ଥିତି ପରଖିଲେ ଜିଲ୍ଲାପାଳ
494
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପାଇଁ ଏକ ଖୁସି ଖବର । ଜନସାଧାରଣଙ୍କ ସେବା ନିମନ୍ତେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ ବ୍ୟବସ୍ଥାର ଶୁଭ ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୫.୩୦ ସମୟରେ ଉଦଘାଟନ କରିବେ । ଏଥିସହିତ ଚାନ୍ଦପୁର ବସନ୍ତ ମଞ୍ଜରୀ ଡାକ୍ତରଖାନାରେ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ ଉତ୍ପାଦି କରଣ ଏବଂ ବଣ୍ଟନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯିବ । ଆଜି ଭର୍ଚୁଆଲ ମୁଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବା ସହ ଶିଳାନ୍ୟାସ କରିବେ । ନୟାଗଡ଼ ବିଧାୟକ ତଥା ରାଜ୍ୟସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଉପସ୍ଥିତ ରହିବେ । ଏଥି ସହିତ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଯୋଗଦେବେ । ଏହି ଅବସରରେ ଜିଲ୍ଲାପାଳ ଡ.ପୋମା ଟୁଡୁ ନୟାଗଡ଼ର ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ସ୍ଥିତି ପରଖିଛନ୍ତି । ନୂତନ ଭାବେ ଯୋଗଦେଇଥିବା ଡାକ୍ତରମାନଙ୍କୁ ସଠିକ ଭାବରେ କାର୍ଯ୍ୟକରିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସୁଚାରୁରୁପେ ହୋଇପାରିବ ସେଥିପ୍ରତି ଧ୍ୟାନ ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!