Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଗାଣ ବର୍ଷାରେ ବେହାଲ ଜାତୀୟ ରାଜପଥ

by ସଞ୍ଜୟ ସ୍ୱାଇଁ
June 18, 2021
in Feature News
ଲଗାଣ ବର୍ଷାରେ ବେହାଲ ଜାତୀୟ ରାଜପଥ
258
VIEWS
Share on FacebookShare on Twitter

ରାଉରକେଲା,(ବାଘୁଆବାର୍ତ୍ତା): ବର୍ଷାରେ ସୁନ୍ଦରଗଡ଼ ଜିଲ୍ଲା କୋଇଡା ଠାରୁ ଲହୁଣୀପଡାକୁ ସଂଯୋଗ କରୁଥିବା ୨୧୫/୫୨୦ ଜାତୀୟ ରାଜପଥ ଚୁନାଘଟି ଠାରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି ।  ଏହି ରାସ୍ତା ନିର୍ମାଣ କାର୍ଯ୍ୟ ବର୍ଷ ବର୍ଷ ଧରି ଚାଲୁ ରହିଥିବା ବେଳେ ପ୍ରତ୍ୟେକ ବର୍ଷ ବର୍ଷା ଋତୁରେ ରାସ୍ତା ଅବସ୍ଥା ବେହାଲ ହୋଇଥାଏ । ଫଳରେ କୋଇଡା ବ୍ଲକରୁ ଖଣି ବୋଝେଇ କରି ଯାଉଥିବା ଏବଂ ଲହୁଣୀପଡା ଅଞ୍ଚଳରୁ ଖଣି ବୋଝେଇ ପାଇଁ ଆସୁଥିବା ହଜାର ହଜାର ଟ୍ରକ ସହିତ ଚାରି ଚକିଆ ଗାଡି ଦିନ ଦିନ ଧରି ଜାମରେ ଫସି ରହି ନାହିଁ ନଥିବା ଅସୁବିଧା ଭୋଗ କରିଥାନ୍ତି । ନୂତନ ଭାବେ ନିର୍ମାଣ ହେଉଥିବା ରାସ୍ତାରେ ଆଣ୍ଠୁଏ ଲେଖାଏ ଗର୍ତ ସୃଷ୍ଟି ହୋଇଛି । ରାସ୍ତା ଜାମକୁ ତିନି ଦିନ ବିତି ଯାଇଥିଲେ ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ କିମ୍ବା ସମ୍ପୃକ୍ତ ଠିକା ସଂସ୍ଥା ଘଟଣାସ୍ଥଳରେ ପହଁଚି ନଥିବା ଅଭିଯୋଗ ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!