Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡଗାଁ ପ୍ରିମିୟର ଲିଗ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ

by ସଞ୍ଜୟ ସ୍ୱାଇଁ
September 20, 2018
in Feature News
48
VIEWS
Share on FacebookShare on Twitter

ଓଡ଼ଗାଁ (ବାଘୁଆବାର୍ତ୍ତା ବ୍ୟୁରୋ): ପ୍ରତିବର୍ଷ ଭଳି ରଜ ଅବସରରେ ସ୍ଥାନୀୟ ରଘୁନାଥ ସମବାୟ ମହାବିଦ୍ୟାଳୟ ଖେଳପଡିଆରେ ଓଡଗାଁ ପ୍ରିମିୟର ଲିଗ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଅନୁଷ୍ଠିତ ୩ଟି ମ୍ୟାଚରେ କ୍ରିକେଟ୍ କିଲରସ୍କୁ ୧୩ରନରେ ପରାସ୍ତ କରି ଇଲେଭେନ ୟଙ୍ଗଷ୍ଟାର, ଜୟଶିବ ଦଳକୁ ୨୯ରନରେ ପରାସ୍ତ କରି ଦଲକ ହ୍ୟାକରସ୍ ଓ ଓଡଗାଁ ଭେଟେରାନ୍ ଦଳକୁ ୮ ଓି୍ୱକେଟରେ ପରାସ୍ତ କରି ଇଲେଭେନ ଲାୟନ୍ସ ଦଳ ବିଜୟୀ ହୋଇଛନ୍ତି ।

ନୟାଗଡ ବିଧାୟକ ଡ. ଅରୁଣ କୁମାର ସାହୁ ଖେଳକୁ ଉଦ୍ଘାଟନ କରିଥିବା ବେଳେ ରଘୁନାଥ ଆଥ୍ଲେଟିକ ଆସୋସିଏସନର ସଂପାଦକ ଦିବାକର ନାୟକ, ଅନୀଲ ପଟ୍ଟନାୟକ, ଉମାକାନ୍ତ ମହାପାତ୍ର, ନିତିଆ ଛାଟୋଇ, ମୃତ୍ୟୁଞ୍ଜୟ ପଟ୍ଟନାୟକ, ଟିକିଲି ଦାଶ ଖେଳ ପରିଚାଳନା କରିଥିଲେ । ଏଠାରେ ସୂଚନା ଯୋଗ୍ୟଯେ ୧୧ତାରିଖରୁ ଆରମ୍ଭ ହୋଇଥିବା ଏହି ଟୁର୍ଣ୍ଣାମେଣ୍ଟ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ ୧୬ଟି ଦଳ ଅଂଶଗ୍ରହଣ କରିବେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!