Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବର୍ଷା ଧୋଇ ଦେଲା ପ୍ରଥମ ଦିନର ଖେଳ

by ସଞ୍ଜୟ ସ୍ୱାଇଁ
June 18, 2021
in Sports
ବର୍ଷା ଧୋଇ ଦେଲା ପ୍ରଥମ ଦିନର ଖେଳ
154
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଇଂଲଣ୍ଡ ସାଉଥାମ୍ପଟନ୍ ପଡିଆରେ ଆରମ୍ଭ ହୋଇଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ୍ ଫାଇନଚ୍ର ପ୍ରଥମ ଦିବସ ଖେଳ ବର୍ଷା ଯୋଗୁଁ ବାତିଲ ହୋଇଛି । ଫାଇନାଲକୁ ନେଇ ଖେଳପ୍ରେର୍ମୀ୍କ ମଧ୍ୟରେ ଉତ୍ସାହ ଭର ରହିଥିବା ବେଳେ ଫିକା ପକାଇ ଦେଲା ବର୍ଷା । ପ୍ରଥମେ ବର୍ଷା ହୋଇଥିଲା ତା’ପରେ ଥମି ଯାଇଥିଲା । ଖେଳ ହେବାର ଆଶା ଥିବା ବେଳେ ପୁଣି ଥରେ ବର୍ଷା ଆରମ୍ଭ ହେବାରୁ ପ୍ରଥମ ଦିବସ ମ୍ୟାଚକୁ ବାତିଲ୍ କରାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!