Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଡ଼ ପରଦାରୁ ଛୋଟ ପରଦାକୁ ଫେରୁଛନ୍ତି ସୀତା

by ସଞ୍ଜୟ ସ୍ୱାଇଁ
June 19, 2021
in NATIONAL NEWS
ବଡ଼ ପରଦାରୁ ଛୋଟ ପରଦାକୁ ଫେରୁଛନ୍ତି ସୀତା
195
VIEWS
Share on FacebookShare on Twitter

ମୁମ୍ବାଇ, (ବାଘୁଆବାର୍ତ୍ତା): ୩୦ରୁ ଅଧିକ ବର୍ଷ ତଳେ ସାଗର ପ୍ରଡକ୍ସନ ହାଉସର ପୌରାଣିକ ଧାରାବାହିକ ‘ରାମାୟଣ’ରେ ସୀତା ଚରିତ୍ରରେ ଅଭିନୟ କରି ରାତାରାତି ଷ୍ଟାର ପାଲଟି ଯାଇଥିବା ଦୀପିକା ଚିଖଲିଆ ପୁଣି ଥରେ ଛୋଟ ପରଦାକୁ ଫେରିଛନ୍ତି। ଗତ ବର୍ଷ ଲକ୍‌ଡାଉନ୍‌ ବେଳେ ‘ରାମାୟଣ’ର ପୁନଃପ୍ରସାରଣ କରାଯାଇଥିଲା। ୩୦ରୁ ଅଧିକ ବର୍ଷ ବିତି ଯାଇଥିଲେ ବି ଏହି ଧାରାବାହିକର କ୍ରେଜ୍‌ କମି ନାହିଁ ବୋଲି ଗତ ବର୍ଷ ଏହା ପୁଣି ପ୍ରମାଣିତ ହୋଇଥିଲା। ଦେଶର କୋଟି କୋଟି ଦର୍ଶକ ଏହାକୁ ଦେଖିଥିଲେ। ଆଉ ପୁଣି ଚର୍ଚ୍ଚାର ପରିସରକୁ ଆସିଥିଲେ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଥିବା କଳାକାର। ଏମିତିକି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ପୁଣି କ୍ୟାମେରା ସମ୍ମୁଖକୁ ଫେରନ୍ତୁ ବୋଲି ଡିମାଣ୍ଡ କରିଥିଲେ ଦର୍ଶକ। ଦର୍ଶକଙ୍କ ଭଲ ପାଇବାକୁ ଦେଖି ପୁଣି ଥରେ ସାଗର ପ୍ରଡକ୍ସନର ଏକ ପୌରାଣିକ ଧାରାବାହିକ ମାଧ୍ୟମରେ ଛୋଟ ପରଦାକୁ ଏଣ୍ଟ୍ରି ମାରିଛନ୍ତି ଦୀପିକା। ଏହାର ଖୁଲାସା ସେ ନିଜେ କରିଛନ୍ତି। ଦୀର୍ଘ ଦଶନ୍ଧି ପରେ ପୁଣି ଥରେ ମେକ୍‌ଅପ୍‌ ନେଇ କ୍ୟାମେରା ସମ୍ମୁଖରେ ପୋଜ୍‌ ଦେଉଥିବା ଫଟୋ ନିଜେ ଦୀପିକା ସୋଶାଲ ମିଡ଼ିଆରେ ଶେଆର କରିଛନ୍ତି। ଲାଲ ରଙ୍ଗର ଶାଢ଼ୀ ସହ ହେଭି ଜୁଏଲାରୀରେ ଦୀପିକା ଦେବୀ ମା’ ପରି ଦିଶୁଥିବା ବେଳେ ବେଶ୍‌ ସୁନ୍ଦର ଲାଗୁଛନ୍ତି। ଦୀପିକାଙ୍କ ଏହି ଫଟୋକୁ ଫ୍ୟାନ୍‌ମାନେ ଖୁବ ପସନ୍ଦ ମଧ୍ୟ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!