Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେବାଶିଷ ପାଣିଗ୍ରାହୀଙ୍କ ଅକାଳ ବିୟୋଗରେ ଝୁରୁଛି ଜନ୍ମମାଟି

by ସଞ୍ଜୟ ସ୍ୱାଇଁ
June 19, 2021
in Lifestyle, State
ଦେବାଶିଷ ପାଣିଗ୍ରାହୀଙ୍କ ଅକାଳ ବିୟୋଗରେ ଝୁରୁଛି ଜନ୍ମମାଟି
201
VIEWS
Share on FacebookShare on Twitter

ନୀଳଗିରି, (ବାଘୁଆବାର୍ତ୍ତା): କରୋନା ସହ ଲଢି ଲଢି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରାଜ୍ୟ ଭିଜିଲାନ୍ସ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ । ଦେବାଶିଷ ପାଣିଗ୍ରାହୀଙ୍କ ଅକାଳ ବିୟୋଗରେ ତାଙ୍କୁ ଝୁରୁଛି ଜନ୍ମମାଟି ନୀଳଗିରି । ବାଲେଶ୍ଵର ଜିଲ୍ଲା ନୀଳଗିରି କଚେରୀ ଛକଠାରେ ୧୯୬୫ ମସିହାରେ ଜନ୍ମ ଗ୍ରହଣ କରିଥିବା ବୃନ୍ଦାବନ ପାଣିଗ୍ରାହୀ ଓ ସୌଦାମିନୀଙ୍କ ଔରସରୁ ଜନ୍ମ ହୋଇଥିବା ଦେବାଶିଷ ପାଣିଗ୍ରାହୀ ଜଣେ ମେଧାବୀ ଛାତ୍ର ଥିଲେ । ତାଙ୍କର ପିଲାଦିନରୁ ଖେଳ ସହ ସଙ୍ଗୀତ ପ୍ରତି ଦୁର୍ବଳତା ଥିଲା । ସାନଅତା ପ୍ରାଥମିକ ବିଦ୍ୟାଳୟରେ ପାଠପଢିବା ପରେ କେ.ସି. ହାଇସ୍କୁଲର ଜଣେ ମେଧାବୀ ଛାତ୍ର ଥିଲେ । ପରେ ଫକୀରମୋହନ କଲେଜରେ ପାଠ ପଢିଥିଲେ । ଆଇପିଏସ ଭାବେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ହୋଇଥିଲେ ଦେବାଶିଷ ପାଣିଗ୍ରାହୀ । ଭିଜିଲାନ୍ସ ଡିଜି ଭାବେ କାର୍ୟ୍ୟରତ ମଧ୍ୟ ଥିଲେ । ହେଲେ ପିଲାଦିନର ସାଙ୍ଗ ଓ ଅଞ୍ଚଳବାସୀଙ୍କୁ ସେ କେବେ ଭୁଲି ନଥିଲେ । ସବୁବେଳେ ଫୋନ୍ ମାଧ୍ୟମରେ ସେ ସମସ୍ତଙ୍କ ସୁଖ ଦୁଃଖ ବୁଝୁଥିଲେ । କୋଭିଡ୍ ରେ ଆକ୍ରାନ୍ତ ହେବା ପରେ ଶନିବାର ତାଙ୍କର ଅକାଳ ବିୟୋଗ ଘଟିଛି । ତାଙ୍କ ପରଲୋକରେ ନୀଳଗିରି ଅଞ୍ଚଳ ସ୍ତବ୍ଧ ହୋଇଯାଇଛି । ସାଙ୍ଗସାଥୀ ଓ ଅଞ୍ଚଳବାସୀ ତାଙ୍କୁ ଝୁରୁଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!