Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାହୁଲ୍ ଗାନ୍ଧୀ ଙ୍କ ଜନ୍ମଦିନ ପାଳିଲା ଛାତ୍ର କଂଗ୍ରେସ

by ସଞ୍ଜୟ ସ୍ୱାଇଁ
June 19, 2021
in Nayagarh, State
ରାହୁଲ୍ ଗାନ୍ଧୀ ଙ୍କ ଜନ୍ମଦିନ ପାଳିଲା ଛାତ୍ର କଂଗ୍ରେସ
233
VIEWS
Share on FacebookShare on Twitter

ଓଡଗାଁ, (ବାଘୁଆବାର୍ତ୍ତା): ଯୁବକ ଓ ଛାତ୍ର ମାନଙ୍କର ଆଦର୍ଶ ଅଖିଳ ଭାରତୀୟ ଜାତୀୟ କଂଗ୍ରେସ ର ପୂର୍ବତନ ସଭାପତି ଶ୍ରୀ ରାହୁଲ୍ ଗାନ୍ଧୀଜୀ ଙ୍କ ଜନ୍ମଦିନ କୁ କରୋନା ସଚେତନତା ଦିବସ ଓ ସହାୟତା ଦିବସ ଭାବରେ ପାଳନ କରାଗଲା ନୟାଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ଓଡଗାଁ ବ୍ଲକ ଅନ୍ତର୍ଗତ ଗୋଡିପଡା ଚିକିତ୍ସାଳୟ ଠାରେ ରୋଗୀ ମାନଙ୍କୁ କ୍ଷୀର, ପାଉଁରୁଟି, ମାସ୍କ ଓ ସାନିଟାଇଜର୍ ବଣ୍ଟନ କରାଗଲା । ଏହି ଅବସରରେ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଜ୍ୟୋତି ରଞ୍ଜନ ଦାଶ, ବ୍ଲକ କଂଗ୍ରେସ ସଭାପତି ପୂର୍ଣ୍ଣଚନ୍ଦ୍ର ନାୟକ, ପ୍ରକାଶ ଚନ୍ଦ୍ର ମହାପାତ୍ର, ଦୀପକ ମିଶ୍ର, ବିଶ୍ୱଜିତ୍ ପ୍ରଧାନ ଓ ଜୁଗୁନ୍ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!