Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନାଥ ପିଲାଙ୍କ ଉଚ୍ଚଶିକ୍ଷା ପାଇଁ ‘ଗ୍ରୀନ ପ୍ୟାସେଜ୍’

by ସଞ୍ଜୟ ସ୍ୱାଇଁ
June 20, 2021
in Planning and Development, State
ଅନାଥଙ୍କ ପାଇଁ “ଆଶୀର୍ବାଦ ଯୋଜନା” ଘୋଷଣା କଲେ ମୁଖ୍ୟମନ୍ତ୍ରୀ
116
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ‘ଗ୍ରୀନ ପ୍ୟାସେଜ୍’ କରିଛନ୍ତି । ଅନାଥ ପିଲାମାନଙ୍କ ଭରଣପୋଷଣ କରୁଥିବା ଆତ୍ମୀୟ ସ୍ୱଜନ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ସେମାନଙ୍କୁ ଆଉଟ୍ ଅଫ୍ ଟର୍ଣ୍ଣ ରେ ଘର ମଞ୍ଜୁରୀ ମିଳିବ । ପିଲାଙ୍କ ସମ୍ପତ୍ତି ର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ତହସିଲଦାର ଓ ପୋଲିସ ସହ ସମନ୍ୱୟ ରଖି ଆବଶ୍ୟକ ପଦକ୍ଷେପ ନେବେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ପିଲାର ଦାୟିତ୍ୱ ନେଇଥିବା ଆତ୍ମୀୟଙ୍କ ସହ ନିୟମିତ ଯୋଗାଯୋଗରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖିବେ । ଏହି ପିଲାମାନଙ୍କ ପାଇଁ ବିଜୁ ଶିଶୁ ସୁରକ୍ଷା, ଜୁଭେନାଇଲ୍ ଜଷ୍ଟିସ୍ ଫଣ୍ଡରୁ ଆବଶ୍ୟକ ସ୍ଥଳରେ ସହାୟତା ଦିଆଯିବ । ଯଦି ପିଲାମାନେ ଆତ୍ମୀୟଙ୍କ ପାଖରେ ନରହି ଶିଶୁ ସୁରକ୍ଷା ଅନୁଷ୍ଠାନରେ ରୁହନ୍ତି ତେବେ ସେମାନଙ୍କୁ ଆର୍ଥିକ ସହାୟତା ଦିଆଯିବ । ପିଲାର ମାଗଣା ଯତ୍ନ ଏବଂ ଅନ୍ୟାନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ । ଯଦି ସେଠାରୁ ପିଲାଙ୍କୁ କିଏ ପୋଷ୍ୟ ବୋଲି ଗ୍ରହଣ କରନ୍ତି ତେବେ ଆଉ ସହାୟତା ଦିଆଯିବ ନାହିଁ । ପିଲାର ମାଆ ଯଦି ମଧୁବାବୁ ପେନସନ ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ତାଙ୍କ ପାଇଁ ବିଧବା ଭତ୍ତା ମଞ୍ଜୁର କରାଯିବ । ଏହା ସହିତ ଉଭୟଙ୍କୁ ସେମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧା ମଧ୍ୟ ମିଳିବ । ଏତଦ୍ ବ୍ୟତୀତ ମାଗଣା ଶିଷା ସ୍ଵାସ୍ଥ୍ୟ ଵୀମା ଆଦି ଉପର ବର୍ଣ୍ଣିତ ସମସ୍ତ ସୁବିଧା ପିଲାକୁ ମିଳିବ ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!