ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ କୁଞ୍ଜବନଗଡ଼କୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ ଏହି ନିଷ୍ପତ୍ତି ନେଇଛନ୍ତି । ଆଜି ସଂନ୍ଧ୍ୟାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ଜାରି କରାଯାଇଛି ।