Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲେଜ୍ ଛକରେ ବିଭତ୍ସ ହତ୍ୟା

by ସଞ୍ଜୟ ସ୍ୱାଇଁ
June 20, 2021
in Crime, State
କଲେଜ୍ ଛକରେ ବିଭତ୍ସ ହତ୍ୟା
170
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଲେଜ ଛକରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଏଭଳି ଘଟଣା ଘଟିଛି ଜଣେ ରାସ୍ତା କଢରେ ଶୋଇଥିବା ବ୍ୟକ୍ତି ଉପରେ । ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଅନ୍ୟ ଜଣେ ମହିଳା ଏଥିରେ ଗୁରୁତର ଆହାତ ହୋଇଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ କଟକ କଲେଜ ଛକ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ପୁସିଲ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ କରିବାକୁ ପଠାଇଥରବା ବେଳେ ଗୁରୁତର ଥିବା ମହିଳାକୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁଇଜଣ ଯାକ ଗରବ ଶ୍ରେଣୀର ହୋଇଥିବା ବେଳେ ପ୍ରତ୍ୟେକ ଦିନ ଧନ୍ଦାସାରି କଲେଜ ଛକ ନିକଟରେ ଥିବା ଦୋକାନ ବାରଣ୍ଡାରେ ବିଶ୍ରାମ ନେଇଥାନ୍ତି । ଉଭୟଙ୍କ ମଧ୍ୟରୁ ପୁରୁଷ ଲୋକଙ୍କୁ ହତ୍ୟା କରାଯାଇଥିବା ବେଳେ ମହିଳା ଜଣକୁ ଆକ୍ରମଣ କରିଥିଲେ । ଯେଉଁଥିରେ ମହିଳା ଗୁରୁତର ହୋଇଥିବା ବେଳେ ପୁରୁଷ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । କଟକ ମାଲଗୋଦାମ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତରୁ ଉକ୍ତ ହତ୍ୟାକାଣ୍ଡ ଘଟଣାରେ ମହିଳାଙ୍କ ସ୍ୱାମୀ ଓ ଅନ୍ୟ ଜଣେ ବ୍ୟକ୍ତି ସାମିଲ ଥିବା ନେଇ କଟକ ଡିସିପି ସୂଚନା ଦେଇଛନ୍ତି । ମୃତକ ବ୍ୟକ୍ତିଙ୍କ ଘର ଜଗତସିଂହପୁର ଜିଲ୍ଲା ରାହାମାରେ ଥିବା ସୂଚନା ମିଳିଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!