Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ: ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 20, 2021
in Feature News
ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ:  ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ
69
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସକାଳ ୬ଟା ୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ।  କରୋନା ମହାମାରୀ ପାଇଁ ଏଥର ଭର୍ଚୁଆଲ ମାଧ୍ୟମରେ ଯୋଗ କରାଯିବ । ପ୍ରଧାନମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, କାଲି ୨୧ ଜୁନରେ ଆମେ ସପ୍ତମ ଯୋଗ ଦିବସ ପାଳନ କରିବୁ । ଏଥର ଥିମ ରହିଛି ଯୋଗ ଫର ୱେଲନେସ, ଯାହା ଶାରୀରିକ ଓ ମାନସିକ ରୋଗ ପାଇଁ ଅଭ୍ୟାସ କରାଯିବ । କାଲି ସକାଳ ୬ଟା ୩୦ ମିନିଟରେ ମୁଁ ଯୋଗ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବି । ଆନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମ ଜୁନ୍ ୨୧ରେ ସମସ୍ତ ଦୂରଦର୍ଶନ ଚ୍ୟାନେଲରେ ସକାଳ ୬.୩୦ରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି | ଏହି କାର୍ଯ୍ୟକ୍ରମକୁ ରାଜ୍ୟ ମନ୍ତ୍ରୀ ଆୟୁଷ କିରେନ ରିଜିଜୁ ମଧ୍ୟ ସମ୍ବୋଧିତ କରିବା ସହିତ ମୋରାରଜୀ ଦେଶାଇ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଯୋଗ ପକ୍ଷରୁ ଲାଇଭ୍ ଯୋଗ ପ୍ରଦର୍ଶନ ମଧ୍ୟ ଅନ୍ତର୍ଭୁକ୍ତ ହେବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!