Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୧୭ ରନରେ ଭାରତ ଅଲଆଉଟ୍

by ସଞ୍ଜୟ ସ୍ୱାଇଁ
June 20, 2021
in Breaking, Sports
୨୧୭ ରନରେ ଭାରତ ଅଲଆଉଟ୍
78
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଇଂଲଣ୍ଡ ସାଉଥାମ୍ପଟନରେ ଭାରତ ଓ ନ୍ୟୁଜିଲାଣ୍ଡ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପରେ ଭାରତ ୨୧୭ ରନରେ ଅଲଆଉଟ୍ ହୋଇଯାଇଛି । ନ୍ୟୁଜିଲାଣ୍ଡର ଘାତକ ବୋଲିଂରେ ଟିମ୍ ଇଣ୍ଡିଆ ସମସ୍ତ ୱିକେଟ ହରାଇ ୨୧୭ ରନ କରିବାରେ ସକ୍ଷମ ହୋଇଛି । ନ୍ୟୁଜିଲାଣ୍ଡ ଦଳ ପକ୍ଷରୁ ଘାତକ ବୋଲର କାଇଲ୍ ଜେମିସନ୍ ଏକାକି ୫ଟି ଓି୍ୱକେଟ ଅକ୍ତିଆର କରିଥିଲେ । ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନଲା ମ୍ୟାଚରେ ଭାରତ ଓ ନ୍ୟୁଜିଲାଣ୍ଡ ଖେଳର ପ୍ରଥମ ଦିବସରେ ବର୍ଷା ବାଧକ ସାଜିଥିଲା । ଦ୍ୱିତୀୟ ଦିବସରେ ନ୍ୟୁଜିଲାଣ୍ଡ ଟସ୍ ଜିତି ଭାରତକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା । ଦ୍ୱିତୀୟ ଦିବସରେ ଭାରତ ୩ଟି ୱିକେଟ୍ ହରାଇ ୧୪୬ ରନ କରିଥିବା ବେଳେ ଆଜି ତୃତୀୟ ଦିବସରେ ମାତ୍ର ୭୧ରନ କରି ମୂଲ୍ୟବାନ ୭ଟି ୱିକେଟ ହରାଇଛି । ଟିମ୍ ଇଣ୍ଡିଆ ୨୧୭ ରନରେ ଅଲଆଉଟ୍ ହୋଇଥିବା ବେଳେ ନ୍ୟୁଜିଲାଣ୍ଡ ୭ ଓଭରରେ ବିନା ୱିକେଟ ୧୨ରନ କରି ଖେଳ ଜାରି ରଖିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!