Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ୍ ଟିକାକରଣ ପୋଷ୍ଟର ଚିରିଲେ ବିଜେପି କର୍ମୀ

by ସଞ୍ଜୟ ସ୍ୱାଇଁ
June 21, 2021
in Feature News, State
କୋଭିଡ୍ ଟିକାକରଣ ପୋଷ୍ଟର ଚିରିଲେ ବିଜେପି କର୍ମୀ
117
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): କୋଭିଡ୍ ଟିକାକରଣ ପୋଷ୍ଟରକୁ ନେଇ ରାଜନୀତି କରି ବିଜେପି ଚିରିଦେଲା ପୋଷ୍ଟର । ସୂଚନାନୁସାରେ, ଅନୁଗୁଳ ଷ୍ଟାଡିୟମରେ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୋଷ୍ଟରକୁ ଚିରିଦେଇଛନ୍ତି ବିଜେପି କର୍ମୀ । ପୁଲିସ୍ ଉପସ୍ଥିତିରେ ଟେଣ୍ଟରେ ଲାଗିଥିବା ଗୋଟି ଗୋଟି ପୋଷ୍ଟର ଚିରିଦେଇଛନ୍ତି ବିଜେପି କର୍ମୀ । ମୋଦୀଙ୍କ ଫଟୋ ନରଖି କାହିଁକି ନବୀନଙ୍କ ଫଟୋ ପୋଷ୍ଟରରେ ରଖି ମରାଯାଇଛି, ବିଭିନ୍ନ ନାରାବାଜି କରିଥିଲେ । ଟିକାକରଣକୁ ନେଇ ହୀନ ରାଜନୀତି କରି ବିଜେପି କର୍ମୀ ମାନେ ଏଭଳି ଘୃନ୍ୟ କାମ କରିଥିଲେ । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଏହାକୁ ଦୃଢ ନିନ୍ଦା କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!