Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିତି ଆୟୋଗ ଆଡ୍‌ଭାଇଜରୀ ଟିମ୍‌ର ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସହ ଆଲୋଚନା

by ସଞ୍ଜୟ ସ୍ୱାଇଁ
June 21, 2021
in Feature News
ନିତି ଆୟୋଗ ଆଡ୍‌ଭାଇଜରୀ ଟିମ୍‌ର ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସହ ଆଲୋଚନା
38
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ଅପରାହ@ରେ କେନ୍ଦ୍ର ନିତି ଆୟୋଗର ଏକ ତିନି ଜଣିଆ ଟିମ୍‌ ଖାରବେଳ ଭବନଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍‌ ତି୍ରପାଠୀଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହି ଟିମ୍‌ରେ ନିତି ଆୟୋଗର ଏସ୍‌ଡିଜି ଓ ଗ୍ରାମୀଣ ବିକାଶର ପରାମର୍ଶଦାତ୍ରୀ ଶ୍ରୀମତୀ ସଂଯୁକ୍ତା ସମାଦାର, ଏସ୍‌ଡିଜି ଅଧିକାରୀ ଶ୍ରୀ ଆଲେନ୍‌ ଜନ୍‌ ଏବଂ ଏସ୍‌ଡିଜିର ବରିଷ୍ଠ ପରାମର୍ଶଦାତା ଶ୍ରୀ ସୁନ୍ଦର ମିଶ୍ର ଅଛନ୍ତି । ପଶ୍ଚିମ ଓଡ଼ିଶାର ଗ୍ରାମୀଣ ବିକାଶ କ୍ଷେତ୍ରରେ କେତେକ ଅଭିନବ ପ୍ରକଳ୍ପ କାର୍ଯ୍ୟକାରୀ ଦିଗରେ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସଂପର୍କରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ତି୍ରପାଠୀ ସମ୍ୟକ ଧାରଣା ଦେଇଥିଲେ । ଏଥି ସହିତ ନିତି ଆୟୋଗର କେତେକ ପୋଷଣୀୟ ଯୋଜନା ଉପରେ ବଶେଷ ଭାବେ ଆଲୋଚନା କରାଯାଇଥିଲା । ଏହି ଟିମ୍‌ ତାଙ୍କ ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ସାକ୍ଷାତ କରିଥିବା ପ୍ରକାଶ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!