Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡେଲ୍‌ଟା ପ୍ଲସ୍‌ ଭାରିଆଣ୍ଟ୍‌ ଉପରେ ବିଶେଷଜ୍ଞଙ୍କ ନଜର, ଦେଶରେ ବଢୁଛି ସଂକ୍ରମଣ ସଂଖ୍ୟା

by ସଞ୍ଜୟ ସ୍ୱାଇଁ
June 22, 2021
in Feature News
ଡେଲ୍‌ଟା ପ୍ଲସ୍‌ ଭାରିଆଣ୍ଟ୍‌ ଉପରେ ବିଶେଷଜ୍ଞଙ୍କ ନଜର, ଦେଶରେ ବଢୁଛି ସଂକ୍ରମଣ ସଂଖ୍ୟା
98
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଦେଶରେ ବୃଦ୍ଧି ପାଉଛି କରୋନାର ନୂୂଆ ପ୍ରଜାତି ଡେଲଟା ପ୍ଲସ ମ୍ୟୁଟାଂଟ ଭାରିଆଂଟ ଭୂତାଣୁ ସଂକ୍ରମଣ । କେବଳ ମହାରାଷ୍ଟ୍ରରୁ ୨୧ ଜଣ ଡେଲଟା ପ୍ଲସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୁମ୍ବାଇ, ପାଲଘର, ରତ୍ନଗିରିରୁ ମଧ୍ୟ ଡେଲଟା ପ୍ଲସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ତାମିଲନାଡୁ, ପଞ୍ଜାବ ଓ ମଧ୍ୟପ୍ରଦେଶରେ ଏହି ନୂଆ ଭାରିଆଂଟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦ୍ରୁତ ସଂକ୍ରମିତ ହେଉଥିବା ଡେଲଟା ପ୍ରଜାତିର ଭୂତାଣୁ ବି ୧.୬୧୭.୨ ରୂପ ବଦଳାଇ ଡେଲଟା ପ୍ଲସ ବା ଏଓୱାଇ -୧ ପ୍ରଜାତି ସୃଷ୍ଟି ହୋଇଛି । ଏହି ନୂଆ ପ୍ରଜାତି ଭୂତାଣୁ ସଂକ୍ରମଣର ବେଗ, ଗୁଣ ଓ ଲକ୍ଷଣ ଉପରେ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ନଜର ରଖିଛନ୍ତି । ଗତ ମାର୍ଚ୍ଚ ମାସରେ ଏହି ପ୍ରଜାତିର ଭୂତାଣୁ ୟୁରୋପରେ ଦେଖା ଦେଇଥିଲା । ମାତ୍ର ଜୁନ୍ ୧୩ରେ ଏହି ଭୂତାଣୁ ନେଇ ସୂଚନା ମିଳିଥିଲା । ତୃତୀୟ ଲହର ଆସିବ ବୋଲି ବିଶେଷଜ୍ଞମାନେ କହୁଥିବା ବେଳେ ଡେଲଟା ପ୍ଲସ ଭାରିଆଂଟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ଚିନ୍ତାର ବିଷୟ ହୋଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!