Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚା’ ଦୋକାନରେ ମଦ

by ସଞ୍ଜୟ ସ୍ୱାଇଁ
June 23, 2021
in Crime, State
ଚା’ ଦୋକାନରେ ମଦ
144
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚା ଦୋକାନ କରି ମଦ ବିକୁଥିଲେ । ଏମିତି ଅଭିଯୋଗରେ ଖାରବେଳନଗର ଥାନା ପୁଲିସ୍‌ ୨ଜଣଙ୍କୁ ଗିରଫ କରିଛି । ସେ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଥାନାର ପ୍ରମୋଦ ପୃଷ୍ଟି (୪୨) ଓ କନ୍ଧମାଳ ଜିଲା ଖଜୁରିଆପଡା ଥାନାର ବିଶ୍ୱଜିତ ସାହାଣୀ (୧୯) । ସେମାନଙ୍କୁଠୁ ପୁଲିସ ୫୦ ଲିଟର ଦେଶୀ ମଦ ଜବତ କରିଛି । ବିଶ୍ୱଜିତଙ୍କ ମାଷ୍ଟରକ୍ୟାଣ୍ଟିନ୍‌ ଛକ ନିକଟ ଏକ ହୋଟେଲ କଡ଼ରେ ଚା ଦୋକାନ ଅଛି । ଅଧିକ ଟଙ୍କା ରୋଜଗାର ଆଶାରେ ପ୍ରମୋଦ ତାଙ୍କୁ ମଦ ବେପାର କରିବାକୁ ପ୍ରଲୋଭିତ କରିଥିଲେ । ରାତିରେ ଲୁଚାଛପାରେ ସେଠାରେ ଚା ଗ୍ଲାସରେ ମଦ ପରସା ଯାଉଥିଲା । ପୁଲିସ ଖବର ପାଇ ରାତିରେ ଚଢଉ କରି ୨ ଅଭିଯୁକ୍ତଙ୍କୁ ଧରିଥିଲା ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!