Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ସର୍ବାଧିକ ବର୍ଷା ରେକର୍ଡ

by ସଞ୍ଜୟ ସ୍ୱାଇଁ
June 23, 2021
in Feature News
ଆଗାମୀ ୨ ଦିନ ଛେଚିବ
69
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ଦେଶରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଣ୍ଡାମାନ ନିକୋବରର ହଟ୍‌-ବେ’ରେ ୭ ସେ.ମି ବର୍ଷା ରେକର୍ଡ ହୋଇଥିବା ବେଳେ ତେଲେଙ୍ଗାନାର ଆଦିଲାବାଦ୍‌ରେ ୭ ସେ.ମି, ସବ୍‌ ହିମାଲୟନ୍‌ ୱେଷ୍ଟ୍‌ ବେଙ୍ଗଲର ଗାଙ୍ଗ୍‌ଟକ୍‌ରେ ୮ ସେ.ମି ବର୍ଷା ରେକର୍ଡ ହୋଇଥିବା ବେଳେ ୱେଷ୍ଟ୍‌ ମଧ୍ୟପ୍ରଦେଶର ଧର୍‌ରେ ୧୦ ସେ.ମି ଓ ଭୁବନେଶ୍ବରେ ରେକର୍ଡ ହୋଇଛି ୧୧ ସେ.ମି ବର୍ଷା। ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷା ପାଇଁ ଯାତାୟତରେ ଦେଖାଦେଇଛି ସମସ୍ୟା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!