Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ସହ କାର ଜବତ, ଚାଳକ ଗିରଫ

by ସଞ୍ଜୟ ସ୍ୱାଇଁ
June 23, 2021
in Feature News
ଗଞ୍ଜେଇ ସହ କାର ଜବତ, ଚାଳକ ଗିରଫ
289
VIEWS
Share on FacebookShare on Twitter

ଛେଣ୍ଡିପଦା,(ବାଘୁଆବାର୍ତ୍ତା): ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପାଟକମୁଣ୍ଡା ପଞ୍ଚାୟତ ବାଘୁଆବୋଲ ଗ୍ରାମ ନିକଟରୁ ପୁଲିସ ଏକ ଗଞ୍ଜେଇ ବୋଝେଇ କାର ଜବତ କରି କାର ଚାଳକକୁ ଗିରଫ କରିଛି। ପୁଲିସ ସୂତ୍ରରୁ ପ୍ରକାଶ ଗତକାଲି ରାତି ୧୦ ଟାରେ ଜିଲ୍ଲା ବାହାରୁ ଗଞ୍ଜେଇ ବୋଝେଇ ଓଡ଼ି-୦୨-ବିଏଫ-୩୪୯୦ ନମ୍ବର ଟିଆଗୋ କାର ବାଘୁଆବୋଲ ଗ୍ରାମ ଆଡକୁ ଆସୁଥିଲା। ଖବରପାଇ ଡ଼ିଏସପି ସୁଶାନ୍ତ କୁମାର ସିଂଙ୍କ ନେତୃତ୍ୱରେ ଏକ ଟିମ କାରକୁ ଜବତ କରିଥିଲେ। ପୁଲିସ କାର ଭିତରୁ ସାଢ଼େ ୩ କେଜି ଗଞ୍ଜେଇ ଜବତ କରି ଆଜି ବାଘୁଆବୋଲ ଗ୍ରାମର ଚାଳକ ଜିତେନ୍ଦ୍ର କୁମାର ସାହୁ(୨୯)କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାଯୋଗ୍ୟ ଦିନ ଥିଲା ଅଂଚଳରେ ଗଞ୍ଜେଇ ଚାଷ ବୃଦ୍ଧି ପାଇଥିଲା। ଅଞ୍ଚଳରୁ ରାଜ୍ୟ ବାହାରକୁ କୋଟି କୋଟି ଟଙ୍କାର ଗଞ୍ଜେଇ ଚାଲାଣ ହେଉଥିଲା। ପୁଲିସ ଓ ପ୍ରଶାସନ ପକ୍ଷରୁ ଗଞ୍ଜେଇ ଚାଷ ଉପରେ ମିଳିତ ଚଢ଼ାଉ ପରେ ପରିସ୍ଥିତି ବଦଳିଯାଇଛି। ଏବେ କୋରାପୁଟ, ଫୁଲବାଣୀ ଓ କନ୍ଧମାଳ ଅଞ୍ଚଳରୁ ଗଞ୍ଜେଇ କାରବାର ବୃଦ୍ଧି ପାଇଛି। ଏହି କାରବାରରେ ବହୁ ବ୍ୟବସାୟୀ ସମ୍ପୃକ୍ତ ଅଛନ୍ତି। ଯାହାକି ପୁଲିସ ପାଇଁ ମୁଣ୍ଡବ୍ୟଥା ଆରମ୍ଭ ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!