Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

by ସଞ୍ଜୟ ସ୍ୱାଇଁ
June 24, 2021
in Feature News
୧୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
457
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପୁଣି ୧୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରିଛି କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ। କଟକ ବାଙ୍କୀ ବଜାରରେ ଜଣେ ଗ୍ରାଜୁଏଟ ଛାତ୍ର ବ୍ରାଉନସୁଗାର ବିକ୍ରି କଲା ବେଳେ ଧରା ପଡ଼ିଛି। ଏହି ଅଭିଯୁକ୍ତ ହେଉଛି ଖୋର୍ଧା ଜିଲ୍ଲା ବାଘମାରି ଥାନା ପୋଡ଼ାଢ଼ିହର ସୁରେଶ କୁମାର ମହାପାତ୍ର । ସୂଚନା ଅନୁଯାୟୀ, ଖୋର୍ଧାର ସୁରେଶ ଗ୍ରାଜୁଏସନ ପଢା ଛାଡ଼ି ବ୍ରାଉନସୁଗାର ବ୍ୟବସାୟ ଆରମ୍ଭ କରିଦେଇଥିଲା। ଗଲା ଏକ ବର୍ଷ ହେବ ସେ କଟକ ସହର ସମେତ ଗ୍ରାମାଞ୍ଚଳକୁ ବ୍ରାଉନସୁଗାର ଚାଲାଣ କରୁଥିଲା। ଆଜି ଭୋର ପ୍ରାୟ ୫ଟା ବେଳେ ବାଙ୍କୀ ବଜାର ନିକଟରେ ଥିବା ଏକ ପେଟ୍ରୋଲ ପମ୍ପ ନିକଟରେ ଜଣେ ବ୍ୟବସାୟୀଙ୍କୁ ବ୍ରାଉନସୁଗାର ବିକ୍ରି କରିବା ଯୋଜନାରେ ଥିଲା। କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ଗୁଇନ୍ଦା ତଥ୍ୟ ଆଧାରରେ ବାଙ୍କୀ ବଜାରରେ ଚଢ଼ଉ କରି ସୁରେଶକୁ ଗିରଫ କରିଛି। ତା ନିକଟରୁ ମୋଟ ୧୬୪ ଗ୍ରାମ ଓଜନର ବ୍ରାଉନସୁଗାର ଜବତ ହୋଇଛି। ଗୁଇନ୍ଦା ବିଭାଗ ଆଇଆଇସି ଜଗଦୀଶ ଚନ୍ଦ୍ର ସାମଲଙ୍କ ନେତୃତ୍ୱରେ କନଷ୍ଟେବଳ କିଶୋର ଚନ୍ଦ୍ର ରାଉତ, ଆଲୋକ କୁମାର ଖଟୁଆ ପ୍ରମୁଖ ଚଢଉରେ ସାମିଲ ହୋଇଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!