Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଖରୀରୁ ଶିଶୁ ପୁତ୍ରରୁ ମୃତ ଦେହ ଉଦ୍ଧାର: ହତ୍ୟା ସନ୍ଦେହ

by ସଞ୍ଜୟ ସ୍ୱାଇଁ
June 24, 2021
in Crime, State
ପୋଖରୀରୁ ଶିଶୁ ପୁତ୍ରରୁ ମୃତ ଦେହ ଉଦ୍ଧାର: ହତ୍ୟା ସନ୍ଦେହ
82
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ପୋଖରୀରୁ ଜଣେ ଶିଶୁ ପୁତ୍ରର ମୃତ ଦେହ ଉଦ୍ଧାର ପରେ ଗାଁରେ ଚାଞ୍ଚଲ୍ୟ ଖେଳିଯାଇଥିବା ବେଳେ ପରିବାର ପକ୍ଷରୁ ହତ୍ୟା ସନ୍ଦେହ କରାଯାଇଛି । ଏଭଳି ଏକ ଘଟଣା ଘଟିଛି ବହଦଳା ଥାନା ଅଞ୍ଚଳରେ । ସୂଚନାନୁସାରେ, ରାଇରଙ୍ଗପୁର ବହଦଳା ଥାନା ଅନ୍ତର୍ଗତ ପିଠାକୁଟୁଣୀ ଗାଁର ରାଜେନ୍ଦ୍ର କିସ୍କୁ ନିଜ ସ୍ତ୍ରୀ ଓ ୫ ମାସର ଶିଶୁ ପୁତ୍ର ସହ ରାତିରେ ଶୋଇଥିଲେ । ରାତି ଅଧରେ ନିଦ ଭାଙ୍ଗି ଦେଖନ୍ତି ତ ପୁଅ ନାହିଁ । ଘର ଭିତର ଓ ଆଖପାଖ ଅଞ୍ଚଲ ଖୋଜାଖୋଜି କରିବା ପରେ ମଧ୍ୟ ଶିଶୁପୁତ୍ରକୁ ପାଇ ନଥିଲେ । ଆଜି ସକାଳୁ ପିଠାକୁଟୁଣୀ ଗାଁ ନିକଟସ୍ଥ ଏକ ପୋଖରୀରେ ଶିଶୁ ପୁତ୍ରର ମୃତ ଦେହ ଭାସୁଥିବାର ଦେଖିବାକୁ ପାଇଁ ସ୍ଥାନୀୟ ଲୋକ ଓ ଶିଶୁପତ୍ରର ପରିବାର ଲୋକ ପୁଲିସକୁ ଖବର ଦେଇଥିଲେ । ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶିଶୁପୁତ୍ରର ମୃତ ଦେହ ଉଦ୍ଧାର କରିଥିବା ତଦନ୍ତ ଆରମ୍ଭ କରିଛି । ପାରିବାରିକ କଳହକୁ ନେଇ ଏପରି ଅମାନବୀୟ କାଣ୍ଡ କରିଥିବା ସନ୍ଦେହ କରାଯାଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତନଘନା ଆରମ୍ଭ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!