Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧ କ୍ୱିଣ୍ଟାଲ ୮୦ କେଜି ଗଞ୍ଜେଇ ଜବତ, ଧରାପଡିଲା ଡ୍ରାଇଭର

by ସଞ୍ଜୟ ସ୍ୱାଇଁ
June 25, 2021
in Crime, State
୧ କ୍ୱିଣ୍ଟାଲ ୮୦ କେଜି ଗଞ୍ଜେଇ ଜବତ, ଧରାପଡିଲା ଡ୍ରାଇଭର
173
VIEWS
Share on FacebookShare on Twitter

ସୋନପୁର, (ବାଘୁଆବାର୍ତ୍ତା): ସୁବର୍ଣ୍ଣପୁର ଜିଲ୍ଲା ତରଭା ପୋଲିସ ଗଞ୍ଜେଇ ଚୋରାଚାଲାଣ ବେଳେ ଅଟକାଇଛି । ବୌଦ୍ଧ ଜିଲ୍ଲା କଣ୍ଟମାଳ ଅଞ୍ଚଳରୁ ଏକ ଗଞ୍ଜେଇ ବୋଝେଇ ଗାଡି ବାଇପାସ୍ ରାସ୍ତାରେ ସହର ବାହାରକୁ ଯାଉଥିବା ବେଳେ ଗାଡି ଉପରେ ପୋଲିସ ଚଢ଼ାଉ କରିଥିଲା । ପୋଲିସକୁ ଦେଖି ଗଞ୍ଜେଇ ବେପାରୀମାନେ ଗାଡିରୁ ଫେରାର ମାରିବାରେ ସକ୍ଷମ ହୋଇଥିବା ବେଳେ ମ୍ୟାକ୍ସ ପିକଅପର ଡ୍ରାଇଭରକୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି। ଗାଡି ତନଖି କରିବାରୁ ଗାଡି ଭିତରୁ ୧ କ୍ୱିଣ୍ଟାଲ ୮୦ କେଜି ଗଞ୍ଜେଇ ଜବତ ହୋଇଛି । ଗଞ୍ଜେଇ ମଧ୍ୟପ୍ରଦେଶକୁ ଚାଲାଣ ହେଉଥିବା ପୋଲିସ ତଦନ୍ତରୁ ଜାଣି ପାରିଛି । ଗଞ୍ଜେଇ ଚୋରା ଚାଲାଣ କରୁଥିବା ଗାଡିର ଅଭିଯୁକ୍ତ ଡ୍ରାଇଭର ପଞ୍ଜାବ ପ୍ରଦେଶର ଫିରୋଜପୁର ଜିଲ୍ଲାର ଦଲବୀର ସିଂ ବୋଲି ଜଣାପଡିଛି। ପୋଲିସ ଅଭିଯୁକ୍ତ ଡ୍ରାଇଭରକୁ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!