Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠାରୁ ଭୁବନେଶ୍ୱର ଏମ୍ସ ଓପିଡି ଖୋଲିଲା

by ସଞ୍ଜୟ ସ୍ୱାଇଁ
June 28, 2021
in Feature News
ଆଜିଠାରୁ ଭୁବନେଶ୍ୱର ଏମ୍ସ ଓପିଡି ଖୋଲିଲା
96
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜିଠାରୁ ଭୁବନେଶ୍ୱର ଏମ୍ସ ଓପିଡି ଖୋଲିଛି। କରୋନାର ଦ୍ୱିତୀୟ ଲହର ଯୋଗୁଁ ବନ୍ଦ ଥିବା ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନର ବର୍ହିବିଭାଗ ଆଜି ଖୋଲିଛି । ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରାରମ୍ଭିକ ପର୍ଯ୍ୟାୟରେ ଅଧିକ ରୋଗୀଙ୍କୁ ଚିକିତ୍ସା ପାଇଁ ଅନୁମତି ମିଳିବ ନାହିଁ । ପ୍ରତି ବିଭାଗ ବହିର୍ବିଭାଗରେ ଦୈନିକ ୪୦ରୁ ୫୦ ଲେଖାଏଁ ରୋଗୀଙ୍କୁ ଚିକିତ୍ସା କରାଯିବ ବୋଲି ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ତାଲାବନ୍ଦ ଖୋଲିବାର ପରବର୍ତ୍ତୀ ସମୟରେ ସ୍ଥିତି ଉପରେ ସମୀକ୍ଷା କରାଯାଇ ବହି ର୍ବିଭାଗ ଧୀରେ ଧୀରେ ଅଧିକ ରୋଗୀଙ୍କ ଚିକିତ୍ସା ପାଇଁ ଅନୁମତି ଦିଆଯିବ। ଏମ୍ସ ପକ୍ଷରୁ କୁହାଯାଇଛି ଯେ, ଡାକ୍ତର, ରୋଗୀ, ସମ୍ପର୍କୀୟ ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ ଏପ୍ରିଲ ୨୬ ତାରିଖରୁ ଅସ୍ଥାୟୀ ଭାବେ ଓପିଡିକୁ ବନ୍ଦ ରଖାଯାଇଥିଲା।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!