Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମିକକୁ ଭୁଲି ହେଉନି, ସ୍ୱାମୀ ପାଖେ ମନ

by ସଞ୍ଜୟ ସ୍ୱାଇଁ
June 29, 2021
in Lifestyle, State
ପ୍ରେମିକକୁ ଭୁଲି ହେଉନି, ସ୍ୱାମୀ ପାଖେ ମନ
518
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ହେବେ ତ ପୁଣି କାହାର । ନା ସ୍ୱାମୀର ନା ପ୍ରେମିକର । ପ୍ରଥମେ ସ୍ୱାମୀ, ତାପରେ ପ୍ରେମିକ । ପୁଣି ଏବେ ସ୍ୱାମୀ ପାଖେ ରହିବାକୁ ଜିଦ୍‌ ଧରିବସିଛନ୍ତି ସ୍ତ୍ରୀ । ଭୁବନେଶ୍ୱର ବାଲିଅନ୍ତା ଥାନା ଅଞ୍ଚଳରେ ଦେଖିବାକୁ ଘଟଣା । ଖବର ଅନୁଯାୟୀ, ବାଲିଅନ୍ତା ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ଭୁବନେଶ୍ବରର ପୁରୁଣା ଟାଉନ୍‌ ଅଞ୍ଚଳର ଜଣେ ଯୁବତୀ ଜୁନ ୧୬ ତାରିଖରେ ବିବାହ କରିଥିଲେ । ବାହାଘର ପରେ ସ୍ବାମୀଙ୍କୁ ଛାଡି ପ୍ରେମିକ ସହ ଫେରାର ହୋଇଗଲା ସ୍ତ୍ରୀ । ପୂର୍ବରୁ ସ୍ତ୍ରୀ ଫେରାର ହେବା ପରେ ବାଲିଅନ୍ତା ଥାନାରେ ଏତଲା ଦିଆଯାଇଥିଲା । କିନ୍ତୁ ଏବେ ପ୍ରେମିକ ସହ ୩ ଦିନ ରହିବା ପରେ ପୁଣି ଥରେ ସ୍ୱାମୀ ସହ ରହିବା ପାଇଁ ଥାନାର ଦ୍ୱାରସ୍ଥ ହୋଇଛନ୍ତି ସ୍ତ୍ରୀ । ପ୍ରେମିକ ଧୋକା ଦେବା ପରେ ସ୍ବାମୀ ସହ ପୁଣି ଥରେ ରହିବା ପାଇଁ ସ୍ତ୍ରୀ ଲିଙ୍ଗରାଜ ଥାନାରେ ହଜାର ହୋଇଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!