Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାଁ ସୁପାରିଶ କଲେ ସରକାର

by ସଞ୍ଜୟ ସ୍ୱାଇଁ
June 29, 2021
in Sports, State
ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାଁ ସୁପାରିଶ କଲେ ସରକାର
92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ନାଁ ସୁପାରିଶ କରିଛନ୍ତି ଓଡ଼ିଶା ସରକାର । କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟକୁ ନାଁ ପଠାଇଛନ୍ତି । ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରାଙ୍କ ନାଁକୁ ଅର୍ଜୁନ ପୁରସ୍କାର ପାଇଁ ସୁପାରିଶ କରାଯାଇଛି । ବୀରେନ୍ଦ୍ର ଲାକ୍ରା ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳର ଉପଅଧିନାୟକ ଅଛନ୍ତି । ସେହିପରି ଓଡ଼ିଆ ଅଲିମ୍ପିଆନ୍ ତଥା ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ନାଁକୁ ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ପାଇଁ ସୁପାରିଶ କରିଛନ୍ତି ସରକାର । ଦୂତୀ ଦେଉଛନ୍ତି ଦେଶର ଦ୍ରୁତତମ ଧାବିକା । ଶହେ ମିଟର ରେସରେ ଜାତୀୟ ରେକର୍ଡର ଅଧିକାରିଣୀ । ବହୁ ଜାତୀୟ ଓ ଅନ୍ତର୍ଜାତୀୟ ଇଭେଣ୍ଟରେ ଓଡ଼ିଶା ତଥା ଦେଶକୁ ମେଡାଲ୍ ଭେଟି ଦେଇଛନ୍ତି । ସେହିପରି ହକି କୋଚ୍ କାଳୁ ଚରଣ ଚୌଧୁରୀଙ୍କ ନାଁକୁ ଦ୍ରୋଣାଚାର୍ୟ୍ୟ ଓ ପୂର୍ବତନ ଅଲିମ୍ପିଆନ୍ ଅନୁରାଧା ବିଶ୍ୱାଳଙ୍କ ନାଁକୁ ଧ୍ୟାନଚାନ୍ଦ ସମ୍ମାନ ପାଇଁ ସୁପାରିଶ କରିଛନ୍ତି ରାଜ୍ୟ ସରକାର ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!