Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮୦ ଲିଟର ଦେଶୀ ମଦ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
June 29, 2021
in Crime, State
୮୦ ଲିଟର ଦେଶୀ ମଦ ଜବତ, ୨ ଗିରଫ
28
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା କୋରାଇ ଥାନା ରଗଡ଼ି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୮୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ଗୋଟିଏ ବାଇକ୍ ମଧ୍ୟ ଜବତ କରିଛି ଅବକାରୀ ବିଭାଗ। ଗିରଫ ଅଭିଯୁକ୍ତ ମାନେ କେନ୍ଦୁଝର ଜିଲ୍ଲା ବରାଙ୍ଗ ଅଞ୍ଚଳର ଜୁଝର ମାଝୀ ଓ ବାବୁଲି ମାଝୀ ବୋଲି ଜଣାପଡିଛି। ଆଜି ଅପରାହ୍ନରେ ସେମାନଙ୍କୁ କୋର୍ଟ ଚାଲାଣ କରାଯିବ। କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ବରାଙ୍ଗ ଅଞ୍ଚଳରୁ ଆଜି ୨ ଜଣ ବ୍ୟକ୍ତି ଏକ ବାଇକ ଯୋଗେ ଦେଶୀ ମଦ ନେଇ ରଗଡ଼ି ଅଞ୍ଚଳକୁ ଆସୁଥିବା ଅବକାରୀ ବିଭାଗ ବିଶେଷ ସୂତ୍ରରୁ ଖବର ପାଇଥିଲା। ପରେ ଅବକାରୀ ବିଭାଗ କର୍ମଚାରୀ ଯୋଜନା ମୁତାବକ ରଗଡି ଛକରେ ଲୁଚି ରହି ସେମାନଙ୍କୁ କାବୁ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!