Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘କାଳିଆ’ ହିତାଧିକାରୀଙ୍କୁ କୋଭିଡ୍‌ ସହାୟତା, ୧୮ ଲକ୍ଷ ହିତାଧିକାରୀ ପାଇବେ ସୁବିଧା

by ସଞ୍ଜୟ ସ୍ୱାଇଁ
June 30, 2021
in Planning and Development, State
‘କାଳିଆ’ ହିତାଧିକାରୀଙ୍କୁ କୋଭିଡ୍‌ ସହାୟତା, ୧୮ ଲକ୍ଷ ହିତାଧିକାରୀ ପାଇବେ ସୁବିଧା
264
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟର ୧୮ ଲକ୍ଷ ‘କାଳିଆ’ ହିତାଧିକାରୀଙ୍କୁ ସରକାର ଦେବେ କୋଭିଡ୍‌ ସହାୟତା । ଭୂମିହୀନ ଚାଷୀଙ୍କୁ ସରକାର ଅତିରିକ୍ତ ହଜାରେ ଟଙ୍କା ଲେଖାଏଁ କୋଭିଡ୍‌ ସହାୟତା ଯୋଇବାକୁ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଏ ସହାୟତା ବଣ୍ଟନର ଶୁଭାରମ୍ଭ କରିବେ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ । ନିକଟରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର କୋଭିଡ୍‌ ପ୍ୟାଜେକ୍‌ ଘୋଷଣା କରିଥିଲେ । ଘୋଷଣା ଅନୁସାରେ ସହରାଞ୍ଚଳରେ ଗରିବମାନଙ୍କୁ କାମଧନ୍ଦା ଯୋଗାଇବାକୁ ଆରମ୍ଭ ହେବ ‘ମୁକ୍ତା’ ଯୋଜନା । ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ଦେଢ଼ ହଜାର ଏବଂ ଆଦିମ ଆଦିବାସୀ ପରିବାରକୁ ୫ ହଜାର ଟଙ୍କା କୋଭିଡ୍‌ ସହାୟତା ମିଳିବ । ମନରେଗା ଶ୍ରମିକଙ୍କୁ ଅଧିକ ୫୦ ଟଙ୍କାର ମଜୁରୀ ସହ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତି ହିତାଧିକାରୀଙ୍କୁ ଜୁଲାଇରୁ ନଭେମ୍ବର ଯାଏ ମୁଣ୍ଡପିଛା ୫ କେଜି ମାଗଣା ଚାଉଳ ପ୍ରଦାନ କରିବେ ସରକାର । ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀ ଲୋକଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!